ଖୁସି ଖବର ଦେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ ନାୟିକା କ୍ୟାଟ୍ରିନା କୈଫ ଦେଇଛନ୍ତି ଖୁସି ଖବର । ନିଜର ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇଥିବା ଏହି ନାୟିକା କେବଳ ବଲିଉଡ ଇଣ୍ଡଷ୍ଟ୍ରି ନୁହେଁ ସାରା ବିଶ୍ୱରେ ବେଶ ପରିଚିତ । ତାଙ୍କର ଦମଦାର ଅଭିନୟ ଦର୍ଶକଙ୍କୁ କିମିଆ କରେ । ବିଶେଷ କରି ୟଙ୍ଗ ଅଡିଅନ୍ସ ତାଙ୍କ ଅଭିନୟ ଦେଖି ମତୁଆଲା ହୁଅନ୍ତି । ଏବେ ଦର୍ଶକେ ଅପେକ୍ଷା ରଖିଥିବା ତାଙ୍କ ଅଭିନୀତ ଫିଲ୍ମକୁ ନେଇ ସେ ଦେଇଛନ୍ତି କିଛି ଖୁସି ଖବର ।
କ୍ୟାଟଙ୍କ ଅଭିନୀତ ଫିଲ୍ମ ‘ଫୋନ ଭୁତ’ ଖୁବଶୀଘ୍ର ରିଲିଜ ହେବାକୁ ଯାଉଛି । ଏନେଇ କ୍ୟାଟ୍ରିନା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । କେବଳ ସେତିକି ନୁହେଁ ସେ ଫିଲ୍ମର ରିଲିଜ୍ ଡେଟ ସମ୍ପର୍କରେ ମଧ୍ୟ ପ୍ରଶଂସକଙ୍କୁ ଅବଗତ କରାଇଛନ୍ତି । ଜୁଲାଇ ୧୫ରେ ରିଲିଜ ହେବାକୁ ଯାଉଛି ‘ଫୋନ ଭୁତ’ । ଏକଥା ଜାଣିବା ପରେ ଦର୍ଶକେ ବଡ ଉତ୍ସାହର ସହ ଫିଲ୍ମକୁ ଆପକ୍ଷା ରଖିଛନ୍ତି ।
କ୍ୟାଟ୍ରିନା ତାଙ୍କ ଅଭିନୟକୁ ନେଇ ଯେତିକି ପରିଚିତ ତାଙ୍କ ପର୍ସନାଲ ଲାଇଫକୁ ନେଇ ବି ସେତିକି ଚର୍ଚ୍ଚିତ । ନିକଟରେ ସେ ବଲିଉଡ ଅଭିନେତା ଭିକ୍କି କୌଶଲଙ୍କୁ ବିବାହ କରିଥିବା ବେଳେ ଏହାକୁ ନେଇ ସେ ଆସିଥିଲେ ଚର୍ଚ୍ଚାକୁ । ଅଭିନୟ କ୍ଷେତ୍ରରେ ଉଭୟ ଖୁବ ପାରଙ୍ଗମ ହୋଇଥିବା ବେଳେ ଏବେ ପରଦା ଉପରେ ଏହି ଯୋଡିଙ୍କୁ ଦେଖିବାକୁ ଦର୍ଶକେ ଅପେକ୍ଷା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri