କାମକୁ ଫେରିଲେ କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ ତାଙ୍କ ବିବାହ ଉତ୍ସବ ପାଇଁ କିଛି ଦିନ ହେବ କାମରୁ ବିରତି ନେଇଥିଲେ। ତେବେ ନିକଟରେ କ୍ୟାଟ୍ରିନା ତାଙ୍କ ଶୁଟିଂ ସେଟ୍‌କୁ ଫେରି ପୁଣି କାମ ଆରମ୍ଭ କରିଦେଇଛନ୍ତି। ଗୁରୁବାର ସେ ଶୁଟିଂ ସେଟ୍‌ରେ ନଜର ଆସିଥିଲେ। ସେ ଫିଲ୍ମ ନିର୍ମାତା ଶ୍ରୀରାମ ରାଘବନଙ୍କ ସହ କଥା ହେଉଥିବାର ଦେଖିବାକୁ ମିଳିଥିଲା। ଶୁଟିଂ ସେଟ୍‌ରୁ କ୍ୟାଟ୍ରିନାଙ୍କ ଫଟୋ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଗତ ସପ୍ତାହରେ ଭିକି ମଧ୍ୟ କାମକୁ ଫେରିଥିଲେ। ଡିସେମ୍ବର ୯ରେ ରାଜସ୍ଥାନର ସୱାଇ ମାଧୋପୁରରେ କ୍ୟାଟ୍ରିନା ଏବଂ ଭିକିଙ୍କର ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହା ପରେ ସେମାନେ ଦୁହେଁ ମୁମ୍ବାଇ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri