ଫିଲ୍ମରେ ରୋମାଣ୍ଟିକ୍‌ ଦୃଶ୍ୟ କାହିଁକି କରନ୍ତି ନାହିଁ ଦବଙ୍ଗ ଖାନ୍‌? ପୂର୍ବ ପ୍ରେମିକା ଦେଲେ ଏଭଳି ଜବାବ

ବମ୍ବେ: ବଲିଉଡ୍‌ର ସଫଳ ଏବଂ ଶ୍ରେଷ୍ଠ ଅଭିନେତାଙ୍କ ମଧ୍ୟରୁ ଜଣେ ହେଲେ ସଲମାନ୍‌ ଖାନ୍‌। ୧୯୮୮ରେ ଫିଲ୍ମ ‘ବିବି ହୋ ତୋ ଏସି’ରୁ ସେ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ। ଏହାର ତିରିଶ ବର୍ଷରୁ ଅଧିକ ସମୟ ବିତିସାରିଥିବା ବେଳେ ଏବେ ବି ନବାଗତଙ୍କୁ କଡ଼ା ଟକ୍କର ଦେଉଛନ୍ତି ଦବଙ୍ଗ ଖାନ୍‌।

ଆଜିକାଲି ସମୟରେ ବଡ଼ ପରଦାରେ ବୋଲ୍ଡ ଏବଂ ଚୁମ୍ବନ ଦୃଶ୍ୟ ସାଧାରଣ କଥା। ହେଲେ ସଲମାନଙ୍କ ଗୋଟିଏ ବି ଫିଲ୍ମରେ ଚୁମ୍ବନ ଦୃଶ୍ୟ ନାହିଁ। ଅଭିନୟ କରିଥିବା ଅନେକ ଫିଲ୍ମରେ ସେ ରୋମାଣ୍ଟିକ୍‌ ହୋଇଥିଲେ ହେଁ ଲିପ୍‌ଲକ୍‌ର ପ୍ରଶ୍ନ ଉଠି ନ ଥାଏ। ଅଭିନେତାଙ୍କ ଏଭଳି ସ୍ବଭାବ ପଛରେ କି ରହସ୍ୟ ରହିଛି ତାହା ପ୍ରଶଂସକ ବୁଝିବା ମୁସ୍କିଲ ହୋଇଥିବା ବେଳେ ପୂର୍ବ ପ୍ରେମିକା ତଥା ଅଭିନେତ୍ରୀ କଟ୍ରିନା କୈଫ୍‌ କିନ୍ତୁ କାରଣ ବିଷୟରେ ଏକଦା କହିଥିଲେ।

ଏକ ସାକ୍ଷାତକାରରେ କଟ୍ରିନା କହିଥିଲେ, ସଲମାନ୍‌ ରୋମାଣ୍ଟିକ୍‌ ଦୃଶ୍ୟକୁ ହ୍ୟାଣ୍ଡେଲ କରିପାରନ୍ତି ନାହିଁ। ସେ ଶୀଘ୍ର ବୋର୍‌ ହୋଇଯାଇଥାନ୍ତି। ଆକ୍ସନ ଫିଲ୍ମରେ ଦୃଶ୍ୟକୁ ମଧ୍ୟ ସେ ବ୍ରେକ୍‌ ନେଇ ସମ୍ପୂର୍ଣ୍ଣ କରିଥାନ୍ତି। ସେ ସବୁ ଜିନିଷରେ ସନ୍ତୁଳନ ଚାହାନ୍ତି।
ଏହାଛଡ଼ା ବ୍ୟକ୍ତିଗତ ଭାବେ ଜଣେ ମଣିଷ ହିସାବରେ ତାଙ୍କ ପାଇଁ ସଲମାନ କେବେ ବି ବଦଳି ନାହାନ୍ତି। ଲୋକପ୍ରିୟତା ବଢ଼ିଛି, ପ୍ରଶଂସକ ବି ବଢ଼ିଛି, ଫିଲ୍ମ ମଧ୍ୟ ସଫଳ ହେଉଛି, ହେଲେ ସେ ଯେଭଳି ପୂର୍ବେ ଥିଲେ ସେଭଳି ରହିଛନ୍ତି। ଏହା ତାଙ୍କର ବାସ୍ତବିକତା ବୋଲି କଟ୍ରିନା ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri