କ୍ୟାଟ୍ରିନାଙ୍କ ଭାଇଙ୍କୁ ପସନ୍ଦ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର ବହୁ ଚର୍ଚ୍ଚିତ କପୁଲ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲଙ୍କ ଗ୍ରାଣ୍ଡ ଇଣ୍ଟିମେଣ୍ଟ ୱେଡିଂ ପରେ ଏବେ ଏହାର କିଛି ଫଟୋ ଭାଇରାଲ ହେବାରେ ଲାଗିଛି । ଉଭୟ କିଛି କିଛି ଫଟୋ ଶେୟାର କରୁଥିବା ବେଳେ ଏହା ତାଙ୍କ ପ୍ରଶଂସକଙ୍କୁ ଆନନ୍ଦ ଦେଉଛି । ଏବେ କପୁଲ ୱେଡିଂ ଓ ହଳଦୀ ସହ ଅଫିସିଆଲ ଇନଷ୍ଟାଗ୍ରାମ୍ ହ୍ୟାଣ୍ଡଲରେ ମେହେନ୍ଦି ଫଙ୍କଶନର କିଛି ଫଟୋ ଶେୟାର କରିଛନ୍ତି । କେବଳ ସେତିକି ନୁହେଁ କ୍ୟାଟ୍ରିନାଙ୍କ ଭଉଣୀ ଭାଇ ବି ମେହନ୍ଦି ଫଙ୍କଶନର କିଛି ଫଟୋ ଶେୟାର କରି ଫ୍ୟାମିଲିକୁ ନେଇ ଫିଲିଙ୍ଗସ୍ ଶେୟାର କରୁଛନ୍ତି ।
ନିକଟରେ କ୍ୟାଟ୍ରିନାଙ୍କ ଭାଇ ସବାଷ୍ଟିନ ଲୋରିଏଣ୍ଟ ମିଖାଇଲ ନିଜ ଇନଷ୍ଟା ହ୍ୟାଣ୍ଡେଲରେ ଅଭିନେତ୍ରୀଙ୍କ ମେହେନ୍ଦି ସେରିମନୀର କିଛି ଫଟୋ ଶେୟାର କରିଛନ୍ତି । ଏହାସହ ତାଙ୍କର ଓ ଭିକ୍କିଙ୍କ ଫ୍ୟାମିଲିକୁ ବେଷ୍ଟ ବୋଲି ଲେଖିଛନ୍ତି । ଫଟୋରେ କ୍ୟାଟ୍ରିନା ଭଉଣୀ ଇସାବେଲ ଓ ଅଭିନେତ୍ରୀ ଶାରୱରୀ ୱଘଙ୍କ ସହ ଦେଖାଯାଇଛନ୍ତି । ଏହି ଫଟୋକୁ କ୍ୟାଟ୍ରିନାଙ୍କ ଭାଇ ଶେୟାର କରି ଲେଖିଛନ୍ତି, ମୋ ପାଖରେ ସତରେ ଏକ ସୁନ୍ଦର ପରିବାର ରହିଛି, ଯାହା ବହାରଠାରୁ ଅଧିକ ଭିତରୁ ସୁନ୍ଦର, ମୁଁ ପାଷ୍ଟ ଲାଇଫରେ ଯାହା ବି କରିଥାଏ ହେଲେ ଏହି ଲାଇଫରେ ମୁଁ ବ୍ଲେସଡ୍ । ଆଉ ଶାରୱରୀ ବି ସୁନ୍ଦର ଓ କୁଲ୍ ।
ସୂଚନାଯୋଗ୍ୟ, ରାଜସ୍ଥାନରେ ବିବାହ କରିବା ପରେ କ୍ୟାଟ୍ରିନା କୈଫ ଓ ଭିକ୍କି କୌଶଲ ମୁମ୍ବାଇ ଫେରି ଆସିଛନ୍ତି । ଏବେ ଉଭୟ ପରିବାର ଗ୍ରାଣ୍ଡ ରିସେପଶନ ପାର୍ଟି ପାଇଁ ପ୍ରସ୍ତୁତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri