ସୋସିଆଲ ମିଡିଆରୁ ଆଖି ଦୃଶିଆ ଅର୍ଥ କମାନ୍ତି କ୍ୟାଟ୍ରିନା!

ମୁମ୍ବାଇ: ବଲିଉଡର ମୋଷ୍ଟ ପପୁଲାର ଆକ୍ଟ୍ରେସ ତଥା ସବୁଠାରୁ ଅଧିକ ଆୟ କରୁଥିବା ନାୟିକାଙ୍କ ମଧ୍ୟରେ ଜଣେ ହେଉଛନ୍ତି କ୍ୟାଟ୍ରିନା କୈଫ । ସିଂ ଇଜ କିଙ୍ଗ, ବ୍ୟାଙ୍ଗ ବ୍ୟାଙ୍ଗ୍‌, ଜବ ତକ ହୈ ଜାନ ଏମିତି କିଛି ହିଟ ଫିଲ୍ମ ଦେଇ ସେ ଦର୍ଶକଙ୍କ ହୃଦୟରେ ତିଆରି କରିଛନ୍ତି ଏକ ସ୍ୱତନ୍ତ୍ର ସ୍ଥାନ ।
ଏକ ଗଣମାଧ୍ୟମ ସୂଚନା ଅନୁଯାୟୀ, ୨୦୨୧ରେ କ୍ୟାଟ୍ରିନାଙ୍କ ମୋଟ ସମ୍ପତ୍ତି ହୋଇଥିଲା ୨୨୪ କୋଟି । କୁହାଯାଏ କି ସେ ସବୁଠାରୁ ଅଧିକ ରୋଜଗାର ଫିଲ୍ମରୁ କରିଥାଆନ୍ତି । ଏହା ବ୍ୟତୀତ ଅଭିନେତ୍ରୀ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟରୁ ବି ୬-୭ କୋଟି ଟଙ୍କା ଆୟ କରି ନିଅନ୍ତି । ତେବେ ଗୋଟିଏ ଫିଲ୍ମ ପାଇଁ ସେ ପ୍ରାୟ ୧୨ କୋଟି ଟଙ୍କା ନିଅନ୍ତି ବୋଲି କୁହାଯାଏ । କ୍ୟାଟ୍ରିନାଙ୍କର ଇନଷ୍ଟାଗ୍ରାମରେ ଆକାଉଣ୍ଟ ବି ରହିଛି । ଏଥିରେ ତାଙ୍କ ଫ୍ୟାନ ଫଲୋଇଂଙ୍କ ସଂଖ୍ୟା ରହିଛି ୬୬.୩ ମିଲଇୟନ । ଏହା ଅନ୍ୟ ବଲିଉଡ ସେଲିବ୍ରିଟିଙ୍କଠାରୁ ଯଥେଷ୍ଟ ଅଧିକ । କୁହାଯାଏ କ୍ୟାଟ୍ରିନା ଏକ ସୋସିଆଲ ମିଡିଆ ପ୍ରମୋଶନ ପୋଷ୍ଟ ପାଇଁ ପ୍ରାୟ ୯୭ ଲକ୍ଷ ଟଙ୍କା ନିଅନ୍ତି । ଏମିତି ବି ଦେଖାଯାଇଛି କ୍ୟାଟ୍ରନା ସୋସିଆଲ ମିଡିଆରେ ଅନେକ ପ୍ରଡକ୍ଟର ପ୍ରମୋଶନ ବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri