ଶାଶୁ, ଶ୍ୱଶୁରଙ୍କ ସହ ହୋଲି ଖେଳିଲେ କ୍ୟାଟ୍ରିନା

ମୁମ୍ବାଇ: ହୋଲି ଅବସରରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ତାଙ୍କ ପରିବାର ସଦସ୍ୟଙ୍କ ସହ ରଙ୍ଗ ଖେଳିଛନ୍ତି। କ୍ୟାଟ୍ରିନାଙ୍କ ହୋଲି ଖେଳ ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଯେଉଁଥିରେ କ୍ୟାଟ୍‌ ଏବଂ ବିକି ବହୁତ ଖୁସି ଥିବା ଦେଖିବାକୁ ମିଳିଛି। ଫଟୋରେ ବିକି ଏବଂ କ୍ୟାଟ୍‌ ପୂରା ପରିବାର ସହ ନଜର ଆସିଛନ୍ତି। ପ୍ରଶଂସକମାନେ ଏହି ଯୋଡ଼ିଙ୍କ ଫଟୋକୁ ବହୁ ପସନ୍ଦ କରିଛନ୍ତି। ପ୍ରଶଂସକମାନେ ମଧ୍ୟ ସେମାନଙ୍କୁ ଏବଂ ତାଙ୍କ ପରିବାରକୁ ହୋଲି ଅଭିନନ୍ଦନ ଜଣାଇଛନ୍ତ।

ଗୋଟିଏ ଫଟୋରେ ବିକି-କ୍ୟାଟ୍ରିନା ନଜର ଆସିଥିବା ବେଳେ ଆଉ ଏକ ଫଟୋରେ ଶାଶୁ, ଶ୍ୱଶୁର ଏବଂ ବିକିଙ୍କ ସହ ନଜର ଆସିଛନ୍ତି କ୍ୟାଟ୍‌। ବିବାହ ପରେ ଚଳିତବର୍ଷ କ୍ୟାଟ୍ରିନାଙ୍କର ଏହା ପ୍ରଥମ ହୋଲି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତ୍ରୀଙ୍କ ବିରୋଧରେ ମହିଳା ଆୟୋଗ ଗଲେ ଉର୍ଫି

ଜାନୁୟାରୀ ୪ରେ ଭାଜପା ନେତ୍ରୀ ଚିତ୍ରା କିଶୋର ଓ୍ବାଘ ଅଭିନେତ୍ରୀ ଉର୍ଫି ଜାଭେଦଙ୍କ ଅଶାଳୀନ ଡ୍ରେସିଂ ସେନ୍ସକୁ ନେଇ ଟୁଇଟର୍‌ରେ ସମାଲୋଚନା କରିଥିଲେ। ଅର୍ଦ୍ଧନଗ୍ନ ମହିଳା...

ହ୍ୟାଣ୍ଡ ବ୍ୟାଗକୁ ନେଇ ଟ୍ରୋଲ ହେଲେ ଦିଶା

ମୁମ୍ବାଇ: ଟାଇଗର ର୍ଶଫଙ୍କ ଫିଲ୍ମ ‘ହିରୋପନ୍ତି ୨’ ଶୁକ୍ରବାର ଫାଇଡେ ରିଲିଜରେ ସାମିଲ ହେବାକୁ ଯାଉଛି । ଏହା ଟାଇଗରଙ୍କ ପାଇଁ ଖୁବ୍ ଗୁରୁତ୍ୱ ରଖେ...

‘ଚକଡା ଏକ୍ସପ୍ରେସ’ ପାଇଁ ଟାଣ ଖରାରେ ଟ୍ରେନିଂ ନେଉଛନ୍ତି ଅନୁଷ୍କା, ଶେୟାର କଲେ ଫେସ ଟ୍ୟାନ ଫଟୋ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନିକଟରେ ତାଙ୍କ ଇନଷ୍ଟାଗ୍ରାମରେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ଦେଖି ତାଙ୍କ ସ୍ୱାମୀ ବିରାଟ କୋହଲି...

ଅଭିନେତ୍ରୀ ଦିବ୍ୟା ଚୌକସେଙ୍କ ପରଲୋକ

ମୁମ୍ବାଇ, ୧୨।୭- ଟେଲିଭିଜନ ଜଗତର ଜଣାଶୁଣା ଅଭିନେତ୍ରୀ ତଥା ମଡେଲ ଦିୟା ଚୌକସେଙ୍କ ରବିବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି କ୍ୟାନସର ସହ ସଂଘର୍ଷ...

ସୋନମ୍‌ କପୁରଙ୍କ ଫିଲ୍ମରେ ବିରାଟ କୋହଲିଙ୍କ ଏଣ୍ଟ୍ରି

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁରଙ୍କ ଆଗାମୀ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’ରେ ବିରାଟ କୋହଲିଙ୍କୁ ଦେଖିବାକୁ ମିଳିବ। କିନ୍ତୁ ଫିଲ୍ମରେ ଅସଲ ନୁହେଁ, ନକଲି ବିରାଟ...

ଏହି ଦୁଇ ଲୋକପ୍ରିୟ ଅଭିନେତ୍ରୀ ‘ହମ୍‌ ସାଥ୍‌ ସାଥ୍‌ ହେଁ’ ଫିଲ୍ମକୁ କରିଥିଲେ ପ୍ରତ୍ୟାଖ୍ୟାନ: କାରଣ ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ଫିଲ୍ମ ଅଛି ଯାହାକୁ ଦର୍ଶକ ହୃଦୟରୁ ଗ୍ରହଣ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଉକ୍ତ ଫିଲ୍ମଗୁଡ଼ିକର ରିଲିଜ୍‌କୁ ବହୁ ଦଶନ୍ଧି...

ଦୁଇଥର ବିବାହ ପରେ ବି ଏହି ୨୭ ବର୍ଷ ସାନ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଧର୍ମେନ୍ଦ୍ର, ହେମାମାଳିନୀ ଜାଣିବା ପରେ…

ବମ୍ବେ: ବଲିଉଡ୍‌ର ଅନେକ ଅଭିନେତ୍ରୀଙ୍କ ସହ ଯୋଡ଼ି ହୋଇଛି ଧର୍ମେନ୍ଦ୍ରଙ୍କ ନାମ। ପୂର୍ବରୁ ବିବାହିତ ଥିବା ସତ୍ତ୍ୱେ ସେ ଅଭିନେତ୍ରୀ ହେମା ମାଳିନୀଙ୍କ ପ୍ରେମରେ ପଡ଼ିଥିଲେ।...

ଶ୍ୟାମଳୀ ଥିବାରୁ ଏହି ଅଭିନେତ୍ରୀଙ୍କୁ ଶୁଣିବାକୁ ପଡ଼ିଥିଲା ବହୁ ଅପମାନ…

ମୁମ୍ବାଇ, ୨୭।୬: ନିକଟରେ ଆମେରିକାରେ ବର୍ଣ୍ଣବୈଷମ୍ୟ ଯୋଗୁ ଦେଶବ୍ୟାପୀ ପ୍ରଦର୍ଶନ ହୋଇଥିଲା। ଏବେ ବିୟୁଟି କ୍ରିମ୍‌ ଉତ୍ପାଦକୁ ନେଇ ବିବାଦ ମଧ୍ୟ ଜାରି ରହିଛି। ଏଭଳି...

Advertisement
Archives

Model This Week