ଅକ୍ଷୟଙ୍କ ପାଦ ଛୁଇଁଲେ କାଟ୍ରିନା

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ କାଟ୍ରିନା କୈଫ୍‌ ଅଭିନୀତ ଫିଲ୍ମ ‘ସୂର୍ଯ୍ୟବଂଶୀ’ ନିକଟରେ ରିଲିଜ୍‌ ହୋଇଛି। ଫିଲ୍ମକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏପର୍ଯ୍ୟନ୍ତ ଫିଲ୍ଟଟି ୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ରୋଜଗାର କଲାଣି। ଅକ୍ଷୟ ଏବଂ କାଟ୍ରିନା ଫିଲ୍ମର ପ୍ରମୋଶନ ପାଇଁ ‘ଦି କପିଲ ଶର୍ମା ଶୋ’ରେ ପହଞ୍ଚିଥିଲେ। ଶୋ’ର ପ୍ରମୋଶନ ସହିତ ଉଭୟ କପିଲ ଶର୍ମା ଏବଂ ପୁରା ଟିମ ସହିତ ବହୁତ ମଜା କରିଥିଲେ। ଏହି ସମୟରେ କାଟ୍ରିନା ଅକ୍ଷୟଙ୍କ ପାଦ ଛୁଇଁଥିଲେ।
କ୍ୟାଟ୍ରିନା ମଞ୍ଚକୁ ଆସିବା ପରେ ଅକ୍ଷୟ କୁମାର ତାଙ୍କ ପାଟି ବନ୍ଦ କରିଦେଇଥିଲେ। କାଟ୍ରିନା ସମସ୍ତଙ୍କୁ ମଞ୍ଚରେ ପ୍ରବେଶ ସହ ଶୁଭେଚ୍ଛା ଜଣାଇଥିଲେ କିନ୍ତୁ ସେ ଅକ୍ଷୟ କୁମାରଙ୍କୁ ଚାହିଁ ନ ଥିଲେ ଏବଂ ତାଙ୍କୁ ନମସ୍କାର କରି ନ ଥିଲେ। ଏହା ଦେଖି ଅକ୍ଷୟ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ କହିଥିଲେ, ଆପଣମାନେ ନିଶ୍ଚୟ ଗୋଟିଏ କଥା ଧ୍ୟାନ ଦେଇଥିବେ … ଯେହେତୁ ମୁଁ ଆସିଥିଲି ସମସ୍ତଙ୍କୁ ନମସ୍କାର କରିଥିଲି, ଆପଣଙ୍କୁ ନମସ୍କାର କରିଥିଲି। କିନ୍ତୁ ସେ ମୋ ଆଡକୁ … ଏହା ପରେ କାଟ୍ରିନା ଏହା ଠିକ୍‌ କଥା, ବରିଷ୍ଠ ଲୋକଙ୍କୁ ସମ୍ମାନ ଦେବା ଉଚିତ୍‌ କହି ଅକ୍ଷୟଙ୍କ ପାଦ ଛୁଇଁଥିଲେ। ଏହାଦେଖି ସେଠାରେ ଉପସ୍ଥିତ ସମସ୍ତେ ହସିବାକୁ ଲାଗିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri