ସିଦ୍ଧିବିନାୟକ ମନ୍ଦିରରେ ବିକି-କ୍ୟାଟ୍ରିନା

ମୁମ୍ବାଇ: ଅଭିନେତା ବିକି କୌଶଲ ଏବଂ କ୍ୟାଟ୍ରିନା କୈଫ ସିଦ୍ଧିବିନାୟକ ମନ୍ଦିରରେ ପହଞ୍ଚିଛନ୍ତି। ଏହି ଦମ୍ପତି ଶୁକ୍ରବାର ସକାଳେ ଭଗବାନ ଗଣେଶଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ବିକି-କ୍ୟାଟ୍ରିନାଙ୍କ ସହ ବିକିଙ୍କ ମା’ ବୀଣା କୌଶଲ ମଧ୍ୟ ଉପସ୍ଥିତ ଥିଲେ। ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ଗ୍ରୀନ୍‌ ସାଲୱାର୍‌ ଶୁଟ୍‌ରେ ନଜର ଆସିଥିବା ବେଳେ ବିକି ଧଳା ସର୍ଟରେ ନଜର ଆସିଛନ୍ତି। ଏହି ଫଟୋକୁ ଦେଖିବା ପରେ ପ୍ରଶଂସକ ପସନ୍ଦ କରିଥିବା ବେଳେ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି। ଜଣେ ୟୁଜର୍ସ ଲେଖିଛନ୍ତି,
ସୁନ୍ଦର ପରିବାର ଭଗବାନ ତୁମକୁ ଆଶୀର୍ବାଦ କରନ୍ତୁ। କିଛି ଦିନ ପୂର୍ବରୁ ରାଜସ୍ଥାନରେ ଛୁଟି ପରେ ପାଳିବା ବିକି-କ୍ୟାଟ୍ରିନା ମୁମ୍ବାଇ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri