‘ଫୋନ ଭୁତ’ର ନୂଆ ପୋଷ୍ଟର

ମୁମ୍ବାଇ: କ୍ୟାଟ୍ରିନା କୈଫ, ସିଦ୍ଧାର୍ଥ ଚତୁର୍ବେଦୀ ଓ ଇସାନ ଖଟ୍ଟରଙ୍କ ଅପକମିଂ କମେଡି ଫିଲ୍ମ ‘ଫୋନ ଭୁତ’କୁ ନେଇ ଦର୍ଶକେ ଖୁବ୍ ଏକ୍ସାଇଟେଡ ଅଛନ୍ତି । କିଛିଦିନ ପୂର୍ବରୁ ମେକର୍ସ ଏହାର ପୋଷ୍ଟର ରିଲିଜ କରିଥିବା ବେଳେ ଏବେ ଫିଲ୍ମର ଫାଷ୍ଟ ଲୁକ ପୋଷ୍ଟର ରିଲିଜ କରିବା ସହ ଏହାର ମୋଶନ ପୋଷ୍ଟର ଶୁକ୍ରବାର ରିଲିଜ କରାଯାଇଛି । ଏହାସହ ମେକର୍ସ ସୂଚନା ଦେଇଛନ୍ତି କି ମୁଭି ଚଳିତ ବର୍ଷ ୭ ଅକ୍ଟୋବରରେ ସିଲଭର ସ୍କ୍ରିନରେ ରିଲିଜ କରାଯିବ ।
ସୂଚନା ମୁତାବକ, କ୍ୟାଟ୍ରିନା କୈଫ, ଇସାନ ଖଟ୍ଟର ଓ ସିଦ୍ଧାର୍ଥ ଚତୁର୍ବେଦୀ ପ୍ରଥମ ଥର ବଡ ପରଦାରେ ଏକାଠି ନଜର ଆସୁଛନ୍ତି । ଏହା ସିନେପ୍ରେମୀଙ୍କୁ ଏଣ୍ଟଟେନ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଗଲାଣି । ଫିଲ୍ମରେ ଜ୍ୟାକି ଶ୍ରଫ, ଶିବା ଚଡ୍‌ଢା, ନିଧି ବିଷ୍ଟ ସହାୟକ ଭୂମିକାରେ ନଜର ଆସିବେ । ଗୁରମିତ ସିଂଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମକୁ ରବି ଶଙ୍କରନ ଓ ଜଶବିନ୍ଦର ସିଂ ବାଥ ଲେଖିଛନ୍ତି । ‘ଫୋନ ଭୁତ’କୁ ରିତେଶ ସିଦ୍ଧୱାନି ଓ ଫରହାନ ଅଖତରଙ୍କ୍ ଏକେ୍‌ସଲ ଏଣ୍ଟରଟେନମେଣ୍ଟ ବ୍ୟାନରେ ପ୍ରସ୍ତୁତ କରାଯାଇଛି ।
କ୍ୟାଟ୍ରିନାଙ୍କୁ ଶେଷ ଥର ପାଇଁ ଅକ୍ଷୟ କୁମାରଙ୍କ ମୁଭି ‘ସୂର୍ଯ୍ୟବଂଶୀ’ରେ ଦେଖିବାକୁ ମିଳିଥିଲା । ଯାହା ୨୦୨୧ରେ ରିଲିଜ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri