ଜଳାଭିଷେକ ପାଇଁ ଯାଉଥିଲେ କାଉଡ଼ିଆ,ବାଟରେ ଓଲଟିଲା ଗାଡ଼ି, ଆଉ ତା’ ପରେ…

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାୟାପାଟଣା ଛକ ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ଟାଟାଏସି ଗାଡ଼ି ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଡ୍ରାଇଭରଙ୍କ ସମେତ ୧୩ ଜଣ ବୋଲବମ୍‌ ଭକ୍ତ (କାଉଡ଼ିଆ) ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ହାଇଓ୍ବେ ପାଟ୍ରୋଲିଂ ଷ୍ଟାଫ୍‌ ଓ ପୋଲିସ ସାହାଯ୍ୟରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ସେଥିମଧ୍ୟରୁ ଡ୍ରାଇଭର ଗୁରତର ଥିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ପଠାଯାଇଛି।

ପୋଲିସ କହିବା ଅନୁସାରେ, ବର୍ତ୍ତମାନ ଶ୍ରାବଣ ମାସ ଚାଲିଥିବାରୁ ନିମଖଣ୍ଡି ଥାନା ଅନ୍ତର୍ଗତ ଜଗଦଳପୁର ଅଞ୍ଚଳରୁ କାଉଡ଼ିଆ ଏବଂ ତାଙ୍କୁ ସହାୟତା କରିବା ନିମନ୍ତେ କିଛି ବ୍ୟକ୍ତି ଏକ ଟାଟା ଏସି ଗାଡ଼ି ଯୋଗେ ଗଞ୍ଜାମ ଋଷିକୂଲ୍ୟା ନଦୀ ଅଭିମୁଖେ ଯାଉଥିବା ବେଳେ ଏପରି ଦୁର୍ଘଟଣା ଘଟିଥିଲା। ସେମାନେ ଆଜି ଋଷିକୂଲ୍ୟା ନଦୀରୁ ଜଳ ଧରି ଅଲେଶ୍ୱର ଶୈବପୀଠକୁ ଯାଇଥାନ୍ତେ। ସେମାନଙ୍କ ଜଳାଭିଷେକ ଅଧା ରହିଗଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?