ପାଣି ଉଠାଇବାକୁ ଯାଇଥିଲେ, ନଦୀରେ ଭାସିଗଲେ କାଉଡିଆ

ସାଲେପୁର,୪।୮(ଅରବିନ୍ଦ ଭୂୟାଁ): ସାଲେପୁର ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ଆଜି ଶ୍ରାବଣ ମାସର ଶେଷ ସୋମବାର ହୋଇଥିବାରୁ ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସାଲେପୁର ଥାନା ଅନ୍ତର୍ଗତ କାସିପୁର ଗ୍ରାମର ରବୀନ୍ଦ୍ର କରଙ୍କ ପୁଅ ଅବୃତ୍ତ କୁମାର କର(୨୫) ବଟେଶ୍ବର ଗ୍ରାମର ନିକଟରେ ଚିତ୍ରୋପଳା ନଦୀରୁ ପାଣି ଉଠାଇବାକୁ ଯାଇଥିଲେ। ହେଲେ ସେ ପାଣି ଉଠାଇବା ବେଳେ ନଦୀ ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି।

ସ୍ଥାନୀୟ ଲୋକଙ୍କ ସହ ସାଲେପୁର ଦମକଳ ବାହୀନି ଦୀର୍ଘ ସମୟ ଧରି ଖୋଜାଖୋଜି କରିଥିଲେ ମଧ୍ୟ ଅବୃତ୍ତଙ୍କ କୌଣସି ସନ୍ଧାନ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?