ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌  ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍‌ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ ଜାଣନ୍ତି କି କେବିସି ପାଇଁ ପଞ୍ଜୀକରଣ କେବେ ଏବଂ କିପରି?

ଅମିତାଭ ଆଜିକାଲି ବହୁତ ବ୍ୟସ୍ତ ଅଛନ୍ତି। କୁଇଜ୍‌ ଶୋ’ ‘କୌନ୍‌ ବନେଗା କରୋଡ଼ପତି’ ସିଜନ ୧୬ର ଶୁଟିଂ ପାଇଁ ସେ କଠିନ ପରିଶ୍ରମ କରୁଛନ୍ତି। ନିକଟରେ ସେ ତାଙ୍କ ବ୍ଲଗ ମାଧ୍ୟମରେ କହିଥିଲେ ଯେ, ସେ ଏହି ସିଜନ ପାଇଁ କଠିନ ପରିଶ୍ରମ କରୁଛନ୍ତି। ବର୍ତ୍ତମାନ ତାଙ୍କର ପରବର୍ତ୍ତୀ ଶୋ’ ପାଇଁ ପଞ୍ଜୀକରଣ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଶୋ’ ପାଇଁ ଆପଣ କିପରି ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ କରିପାରିବେ ଜାଣନ୍ତୁ…

ବିଗ୍‌ ବି’ଙ୍କ କୁଇଜ ଶୋ’ ପାଇଁ ପଞ୍ଜୀକରଣର ଦୁଇଟି ପଦ୍ଧତି ଅଛି। ଯେଉଁଥିରେ ଆପଣଙ୍କୁ ପ୍ରଶ୍ନର ଉତ୍ତର ଦେବାକୁ ପଡ଼ିବ ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବିବରଣୀ ଦେବାକୁ ପଡ଼ିବ। ଏହା ବ୍ୟତୀତ ସୋନି ଲାଇଭ୍‌ ଆପ୍‌ ମାଧ୍ୟମରେ ଅନ୍ୟ ଏକ ଉପାୟ ରହିଛି। ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ ୨୬ ଏପ୍ରିଲରେ ସୋନି ଟିଭିରେ ରାତି ୯ଟାରୁ ଆରମ୍ଭ ହେବାକୁ ଯାଉଛ। ପଞ୍ଜୀକରଣ କରିବାକୁ ଚାହୁଁଥିବା ବ୍ୟକ୍ତିଙ୍କୁ ଉତ୍ତର ଦେବାକୁ ପଡ଼ିବ ଏବଂ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ କିମ୍ବା ସୋନି ଲାଇଭ୍‌ ଆପ୍‌ରେ ଲଗ୍‌ଇନ୍‌ କରି ବିବରଣୀ ପ୍ରଦାନ କରିବାକୁ ପଡ଼ିବ। ସେତେବେଳେ ପ୍ରତିଯୋଗୀ ଆଗକୁ ପଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

ବିହାରରେ ଚନ୍ଦ୍ର ଶେଖରଙ୍କ ଏଣ୍ଟ୍ରି, ବିଗାଡିବେ କି ଖେଳ

ପାଟଣା,୧୮।୭: ବିହାର ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ନିର୍ବାଚନ ତାତି ବଢିବାରେ ଲାଗିଛି। ଇତି ମଧ୍ୟରେ ବିହାର ନିର୍ବାଚନରେ ଏଣ୍ଟ୍ରି କରିଛନ୍ତି ଚନ୍ଦ୍ର ଶେଖର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri