ଭାଜପାରୁ କୌଶଲ୍ୟାଗଙ୍ଗ ମଣ୍ଡଳ ସଭାପତିଙ୍କ ଇସ୍ତଫା

ପିପିଲି,୧୩ା୬(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲି ବ୍ଲକ କୌଶଲ୍ୟାଗଙ୍ଗ ଭାଜପା ମଣ୍ଡଳ ସଭାପତି ପର୍ଶୁରାମ ମହାପାତ୍ର ପ୍ରାଥମିକ ସଦସ୍ୟ ଓ ମଣ୍ଡଳ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଜିଲା ଭାଜପା ସଭାପତିଙ୍କ ନିକଟକୁ ପଠାଇବା ସହ ଏହାର ନକଲ ରାଜ୍ୟ ଭାଜପା ସଭାପତିଙ୍କ ନିକଟକୁ ପଠାଇଥିବା ଜଣାପଡିଛି। ବ୍ୟକ୍ତିଗତ ସମସ୍ୟା କାରଣରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ତେବେ ସେ ଅନ୍ୟ କେଉଁ ଦଳରେ ଯୋଗଦେବେ ସ୍ପଷ୍ଟ କରି ନାହାନ୍ତି। ନିକଟରେ ସମବାୟ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ପର୍ଶୁରାମ ଏକ ନିର୍ଦ୍ଦିଷ୍ଟ ଦଳରୁ ନିର୍ଦ୍ଦେଶକ ଭାବେ ନିର୍ବାଚନ ଲଢ଼ିିବେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri