ଲୋକଙ୍କ ସୁଖଦୁଃଖ ସମୀକ୍ଷା କଲେ ଛାତ୍ରୀଛାତ୍ର, ଶୀତକାଳୀନ ସ୍ଵତନ୍ତ୍ର ସେବା…

ଭଞ୍ଜନଗର,୧୪/୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଚାଲିଥିବା ଶୀତକାଳୀନ ସ୍ଵତନ୍ତ୍ର ସେବା ଶିବିର ବୁଧବାର ତୃତୀୟ ଦିବସରେ ପହଞ୍ଚିଛି । ଆଜି ଛାତ୍ରୀଛାତ୍ରମାନେ ନିଜ ନିଜର ପୋଷ୍ୟ ଗ୍ରାମ ଶ୍ରୀରାମ ନଗର ଓ ଛେଦାଭୂମି ରୋଡ ପରିଦର୍ଶନ କରି ସାମାଜିକ ଓ ଅର୍ଥନୈତିକ ସର୍ଭେ କରିଥିଲେ। ଏହି ସମୟରେ ଛାତ୍ରୀଛାତ୍ରମାନେ ଶତାଧିକ ପରିବାର ପାଖରେ ପହଞ୍ଚି ସମସ୍ତ ତଥ୍ୟ ରେକର୍ଡ କରିଥିଲେ। ଏହାସହ ଲୋକଙ୍କ ସୁବିଧା ଅସୁବିଧା ନେଇ ବୁଝିଥିଲେ ।

ଆଗାମୀ ଦିନରେ ଲୋକଙ୍କ ସମସ୍ୟା କିଭଳି ସମାଧାନ ହେବ ସେନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବେ ବୋଲି ଛାତ୍ରୀଛାତ୍ରମାନେ ଆଶ୍ଵାସନା ଦେଇଛନ୍ତି। ଏହି ଅବସରରେ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ନିର୍ଦ୍ଧେଶକ୍ରମେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ମୁଖ୍ୟ ଅଧ୍ୟାପିକା ରାଜଲକ୍ଷ୍ମୀ ରଥ ଏବଂ ଆତ୍ମରକ୍ଷା ତାଲିମ୍ ଶିବିରର ସଂଯୋଜକ ତଥା ବରିଷ୍ଠ ଅଧ୍ୟାପିକା ସ୍ମରଣିକା ପାଢ଼ୀ କ୍ୟାମ୍ପ ସ୍ଥଳରେ ପହଞ୍ଚି ବିଗତ ୩ ଦିନ ଧରି ଚାଲିଥିବା କ୍ୟାମ୍ପ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ପଚାରି ବୁଝିଥିଲେ। ଏହି ସମୟରେ ଯୋଜନା ଅଧିକାରୀ ଶାଖା ୧ ବି ପ୍ରଧାନ, ଶାଖା ୨ ଅଧିକାରିଣୀ ସସ୍ମିତା କୁମାରୀ ଦାସ, ଅଧ୍ୟାପିକା ମାମାଲି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟପଟେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ବରିଷ୍ଠ ପ୍ରାଧ୍ୟାପକ କୁମୁନ୍ଦ ମହାପାତ୍ର ଦୈନନ୍ଦିନ କ୍ୟାମ୍ପ ସମ୍ପର୍କରେ ଯୋଜନା ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri