Posted inଜାତୀୟ

ବିରୋଧୀ ଦଳର ଚାପ ଯୋଗୁ ମହିଳା ସଂରକ୍ଷଣ ବିଲ୍‌ ପାରିତ ହୋଇଛି: କବିତା

ହାଇଦ୍ରାବାଦ,୨୮।୯: ଉଭୟ ଗୃହରେ ମହିଳା ସଂରକ୍ଷଣ ବିଲ୍‌ ପାରିତ ହେବା ପରେ ବିଆରଏସ୍‌ ନେତା କେ. କବିତା ଭାଜପା ଉପରେ ବର୍ଷିଛନ୍ତି। ଶାସକ ଦଳକୁ ଟାର୍ଗେଟ୍‌ କରି ସେ କହିଛନ୍ତି ବିରୋଧୀ ଦଳର ଚାପ ଯୋଗୁ ଭାଜପା ଏହି ବିଲ୍‌ ପାରିତ କରିଛି।

ମହିଳା ସଂରକ୍ଷଣ ବିଲ୍‌ ଉପରେ ଗଣମାଧ୍ୟମକୁ ସୂଚନା ଦେଇ କବିତା କହିଛନ୍ତି , ଏହା ଭାଜପାର ଉପହାର ନୁହେଁ, ବରଂ ଏହା ଅନ୍ୟ ଦଳର ଚାପର ପ୍ରଭାବ, ଯେଉଁଥିପାଇଁ ଭାଜପାକୁ ଏହି ବିଲ୍‌ ପାରିତ କରିବାକୁ ପଡିଛି। ସେ ଆହୁରି କହିଛନ୍ତି, ଓବିସି ମହିଳାମାନେ ଏଥିରେ ଅନ୍ତର୍ଭୁକ୍ତ ହୋଇନାହାଁନ୍ତି, ଯେଉଁଥିପାଇଁ ଆମେ ସମସ୍ତେ ଦୁଃଖିତ।

ଯେତେବେଳେ ଜାତୀୟ ରାଜନୀତିରେ ବିଆରଏସ୍‌ର ଭୂମିକା ବିଷୟରେ କେ କବିତାଙ୍କୁ ପଚରାଗଲା, ସେ ଇଣ୍ଡିଆ ମେଣ୍ଟକୁ ଦଳକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଆଜି ଥିବା ଇଣ୍ଡିଆ ମେଣ୍ଟ ଆସନ୍ତାକାଲି ରହିବ ବୋଲି କୌଣସି ଗ୍ୟାରେଣ୍ଟି ନାହିଁ। ଲୋକ ସଭା ନିର୍ବାଚନ ପୂର୍ବରୁ ବିଧାନସଭା ନିର୍ବାଚନ ଏବଂ ଆସନ ବାଣ୍ଟନ ପ୍ରସଙ୍ଗ ଉଠିବ, ଯାହା ପରେ ପରିସ୍ଥିତି ସମ୍ପୂର୍ଣ୍ଣ ଭିନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri