ଭଞ୍ଜନଗର ଉପଖଣ୍ଡ ମେଡିକାଲରେ କାୟାକଳ୍ପ ଟିମ୍‌, ପୁରସ୍କାର ଦୌଡ଼ରେ ରହି…

ଭଞ୍ଜନଗର,୧୪ା୧(ବାବୁଲା ପ୍ରଧାନ): କାୟାକଳ୍ପ ଟିମ୍‌ ବୁଧବାର ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲ ପରିଦର୍ଶନରେ ଆସିଥିଲେ। ଏହି ସମୟରେ ଟିମ୍‌ରେ ଆସିଥିବା ଅଧିକାରୀମାନେ ବିଭିନ୍ନ ଓ୍ବାର୍ଡ ପରିଦର୍ଶନ କରିଥିଲେ। ରୋଗୀସେବା, ପରିମଳ ସମେତ ଅନ୍ୟାନ୍ୟ ବ୍ୟବସ୍ଥା ଉପରେ ସମୀକ୍ଷା କରିଥିଲେ। ଏହାପରେ ଟିମ୍‌ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରିବେ। ଉକ୍ତ ରିପୋର୍ଟ ଆଧାରରେ ପୁରସ୍କାର ମିଳିବ। ରାଜ୍ୟସ୍ତରରେ ସମସ୍ତ ମେଡିକାଲରେ ଏହିଭଳି ସମୀକ୍ଷା ହେଉଛି। ୨୦୧୫ରୁ କାୟାକଳ୍ପ ପୁରସ୍କାର ପ୍ରଦାନ ଆରମ୍ଭ ହୋଇଛି। ୨୦୧୭ରୁ ଆଜି ସୁଦ୍ଧା ଭଞ୍ଜନଗର ମେଡିକାଲ ଲଗାତର ପୁରସ୍କାର ବିଭିନ୍ନ କ୍ଷେତ୍ରରେ ପାଉଛି। ଆଗାମୀ ଦିନରେ ମଧ୍ୟ ପୁରସ୍କାର ମିଳିବା ସମ୍ଭାବନା ରହିଛି। ଆଜିର ଟିମ୍‌ରେ ରାଜ୍ୟ ସ୍ତରୀୟ ଅଧିକାରୀ ଡ. ଶୁଭାଶିଷ ମହାନ୍ତି, ହୃଷୀକେଶ ସାହୁ, ଡ. ବିଶ୍ୱକଲ୍ୟାଣ ମିଶ୍ର ଆସିଥିଲେ।

ଏହି ସମୟରେ ଜିଲା ସାସ୍ଥ୍ୟ ଅଧିକାରୀ ଡ. ଭବାନୀ ଶଙ୍କର ମିଶ୍ର, ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶୀତାଂଶୁ ଶେଖର ଶତପଥୀ, ଡ. ସଞ୍ଜୟ କୁମାର ପରିଡ଼ା, ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri