Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର

ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ ଯୋର ସୋରରେ ପ୍ରସ୍ତୁତି ଚାଲିଛି । ମନ୍ଦିରକୁ ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ସାଇଛି । ପ୍ରଧାନମନ୍ତ୍ରୀ କେଦାରନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ଏହାପରେ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟ ସମାଧିର ଉଦ୍‌ଘାଟନ ଓ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ମୁର୍ତ୍ତିର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । କେଦାରନାଥ ଧାମରେ ମୋଦି ୨ ଘଣ୍ଟା ରହିବେ । ଏହି ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧିତ ବି କରିବେ । ୨୦୧୩ ପରଠାରୁ କେଦାରନାଥରେ ମୋଦିଙ୍କ ଦ୍ୱାରା ବହୁ ଉନ୍ନତି ମୂଳକ କାର୍ଯ୍ୟ ହୋଇଥିବା ଶ୍ରଦ୍ଧାଳୁମାନେ କୁହନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ...

ଜୟା, ଐଶ୍ୱର୍ଯ୍ୟାଙ୍କ ଆଣ୍ଟିଜେନ୍‌ ଟେଷ୍ଟ ଆସିଲା ନେଗେଟିଭ, ସ୍ବାବ ଟେଷ୍ଟ ରିପୋର୍ଟକୁ ଅପେକ୍ଷା

ମୁମ୍ବାଇ,୧୨।୭: କରୋନା ମହାମାରୀ ଏବେ ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ...

ଲାଲୁ-ରାବ୍ରି-ମିସା ଭାରତୀଙ୍କୁ ଜାମିନ…

ନୂଆଦିଲ୍ଲୀ,୧୫।୩ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ତାଙ୍କ ସ୍ତ୍ରୀ ରାବ୍ରି ଦେବୀ ଏବଂ ସେମାନଙ୍କ ଝିଅ ଏବଂ ଆରଜେଡି ସାଂସଦ ମିସା...

କ୍ରିମିୟା ବିଜ୍‌ ବିସ୍ଫୋରଣ ପାଇଁ ୟୁକ୍ରେନ୍‌କୁ ଦାୟୀ କଲା ରୁଷିଆ, କହିଲା ଏହା ଆତଙ୍କବାଦୀ କାର୍ଯ୍ୟ…

ମସ୍କୋ,୧୦।୧୦ : ରୁଷିଆ-କ୍ରିମିୟାକୁ ସଂଯୋଗ କରୁଥିବା କର୍ଚ ରେଳ-ରୋଡ ବ୍ରିଜ ବିସ୍ଫୋରଣକୁ ନେଇ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅନୁସନ୍ଧାନକାରୀ ଦଳଙ୍କ ସହ ଏକ ବୈଠକ କରିଛନ୍ତି।...

ପୂର୍ବତନ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଜାନକୀରମଣଙ୍କ ପରଲୋକ

ପୁଡୁଚେରୀ,୧୦।୬: ଡିଏମ୍‌କେ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଆର୍‌.ଭି. ଜାନକିରମଣଙ୍କର ସୋମବାର ୭୯ ବର୍ଷ ବୟସରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ କାରଣରୁ କିଛିଦିନ ହେବ...

ଡ୍ୟୁଟିରେ ବିରକ୍ତ ହୋଇ ୪ ସହକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚଳାଇ ନିଜକୁ ଗୁଳି କଲେ ବିଏସ୍‌ଏଫ୍‌ ଯବାନ…

ଅମୃତସର, ୬।୩ : ରବିବାର ସକାଳେ ଅମୃତସରର ବିଏସ୍‌ଏଫ୍‌ର ଖାସା ମୁଖ୍ୟାଳୟରେ ଜଣେ ଯବାନ  ୪ ସହକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ତାଙ୍କ ସାଥୀମାନଙ୍କ ଉପରକୁ...

ବିଚାରପତି ରମନାଙ୍କ ବିରୋଧରେ ୮ ପୃଷ୍ଠାର ଅଭିଯୋଗ ଭରା ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ଜଗନମୋହନ

ହାଇଦ୍ରାବାଦ, ୧୧।୧୦: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌, ଜଗନମୋହନ ରେଡ୍ଡୀ ସୁପ୍ରିମ୍‌କୋର୍ଟର ବରିଷ୍ଠ ବିଚାରପତି ଏନ.ଭି. ରମନାଙ୍କ ବିରୋଧ ଅଭିଯୋଗ ଆଣିଛନ୍ତି। ସେ ଏନେଇ ସୁପ୍ରିମ୍‌କୋର୍ଟର ପ୍ରଧାନ...

ଶାଶୁ-ବୋହୂ କଳି ଘରୋଇ ହିଂସା ମାମଲାରେ ଭିଡ଼ିଓ-ଫଟୋର ପ୍ରାମାଣିକତା ଜରୁରୀ, କହିଲେ କୋର୍ଟ…

ନୂଆଦିଲ୍ଲୀ, ୧୮।୪ : ଶାଶୁ ବୋହୂ କଳି ଭଳି ପାରିବାରିକ ହିଂସା ମାମଲାରେ ଭିଡ଼ିଓ ଏବଂ ଫଟୋର ପ୍ରମାଣ ଜରୁରୀ ବୋଲି ଦିଲ୍ଲୀର ଏକ କୋର୍ଟ...

Advertisement
Archives

Model This Week