Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର

ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ ଯୋର ସୋରରେ ପ୍ରସ୍ତୁତି ଚାଲିଛି । ମନ୍ଦିରକୁ ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ସାଇଛି । ପ୍ରଧାନମନ୍ତ୍ରୀ କେଦାରନାଥ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ଏହାପରେ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟ ସମାଧିର ଉଦ୍‌ଘାଟନ ଓ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ମୁର୍ତ୍ତିର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । କେଦାରନାଥ ଧାମରେ ମୋଦି ୨ ଘଣ୍ଟା ରହିବେ । ଏହି ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧିତ ବି କରିବେ । ୨୦୧୩ ପରଠାରୁ କେଦାରନାଥରେ ମୋଦିଙ୍କ ଦ୍ୱାରା ବହୁ ଉନ୍ନତି ମୂଳକ କାର୍ଯ୍ୟ ହୋଇଥିବା ଶ୍ରଦ୍ଧାଳୁମାନେ କୁହନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ କଣ୍ଠଶିଳ୍ପୀ ନିର୍ମଳା ମିଶ୍ର

କୋଲକାତା/ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ବଙ୍ଗୀୟ ତଥା ଓଡ଼ିଆ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ୮୧ ବର୍ଷ ବୟସରେ ରବିବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ...

ପୁଲ୍‌ଓ୍ବାମା ଆକ୍ରମଣ: ଜଣେ ଗିରଫ

ପୁଲ୍‌ଓ୍ବାମା,୨୯ା୨(ପି.ଟି.):ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଶୁକ୍ରବାର ପ୍ରଥମ ବଡ଼ ସଫଳତା ମିଳିଛି। ଗତବର୍ଷ ଫେବୃୟାରୀ ୧୪ରେ ହୋଇଥିବା ଏହି ଆତ୍ମଘାତୀ...

କୃଷକ ଆନ୍ଦୋଳନ ସହ ଜଡିତ ୨୫୦ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧ ।୨: ଭାରତ ସରକାରଙ୍କ ଇଲୋକ୍ଟ୍ରୋନିକ ଆଣ୍ଡ ଆଇଟି ମନ୍ତ୍ରଣାଳୟ ଟୁଇଟରକୁ ନିର୍ଦ୍ଦେଶ ଦେଇଛନ୍ତି କି ତୁରନ୍ତ ୨୫୦ ଟୁଇଟର ଆକାଉଣ୍ଟକୁ ବନ୍ଦ କରି ଦିଆଯାଉ...

ମହାରାଷ୍ଟ୍ରରେ ହେବ ଭାଜପା ବିନାଶର ଆରମ୍ଭ: ସଞ୍ଜୟ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ମହାଭାରତ ଏବେ କାଠଗଡାରେ। ଏତିକିବେଳେ ବହୁମତ ନେଇ ସରକାର ଗଠନ କରିବାକୁ ଠିଆ ହୋଇଥିବା ଶିବସେନାକୁ ଏକ ପ୍ରକାର ଶକ୍ତ ଧକ୍କା ଲାଗିଛି।...

ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜିତନ ରାମ

ପାଟନା,୨ ।୧୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟିର ମୁଖ୍ୟ ରାମବିଳାସ ପାଶୱାନଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ବିହାରର...

ନାଗା ପିପୁଲ୍‌ସ ଫ୍ରଣ୍ଟକୁ ଝଟକା, ଦଳ ଛାଡିଲେ ୨୧ ବିଧାୟକ, ଏନ୍‌ଡିପିପିରେ ହେଲେ ସାମିଲ

କୋହିମା,୩୦ ।୪: ନାଗାଲାଣ୍ଡରେ ଏକ ରୋଚକ ରାଜନୈତିକ ଘଟଣାକ୍ରମରେ ନାଗା ପିପୁଲ୍ସ ଫ୍ରଣ୍ଟ(ଏନପିଏଫ)ର ୨୧ ବିଧାୟକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିୟୋଙ୍କ ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ...

କରୋନାରେ ପୀଡ଼ିତ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯।୬: ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’ ମାଧଓ୍ବି ରାଜେ ସିନ୍ଧିଆ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଦୁହିଁଙ୍କୁ...

୧୬ ବାଘ ଦାନ୍ତ ସହ ୪ ଗିରଫ

ଦିସପୁର, ୨୧।୧୦: ଆସାମର କର୍ବି ଆଙ୍ଗ୍ଲୋଙ୍ଗ ଜିଲାରୁ ପୋଲିସ ବୁଧବାର ୧୬ଟି ବାଘ ଦାନ୍ତ ଜବତ କରିଛି। ବାଘ ଦାନ୍ତ ଚୋରା ଚାଲାଣ ମାମଲାରେ ପୋଲିସ...

Advertisement
Archives

Model This Week