Posted inଫୁରସତ

ଡାଟା ରଖନ୍ତୁ ସୁରକ୍ଷିତ

ବର୍ତ୍ତମାନ ସଭିଏଁ ମୋବାଇଲ୍‌, ଲାପ୍‌ଟପ୍‌ ଆଦିରେ ଅନେକ ଜରୁରୀ ଡାଟା ସେଭ୍‌ କରି ରଖୁଛନ୍ତି। ହେଲେ କେବେକେବେ ଏଭଳି ଗ୍ୟାଜେଟ୍‌ର ମେମୋରି କାର୍ଡ କରପ୍ଟ ହେବା, ହଜିଯିବା, କମ୍ପ୍ୟୁଟରର ହାର୍ଡ ଡ୍ରାଇଭ୍‌ କ୍ରାଶ୍‌ ହେବା କିମ୍ବା ଭୁଲ୍‌ବଶତଃ କୌଣସି ଫୋଲ୍ଡର ଡିଲିଟ୍‌ ହୋଇଯିବା ଦ୍ୱାରା ଅନେକଙ୍କର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଡାଟା ନଷ୍ଟ ହୋଇଯିବା ନିଜର ରହିଛି। ଏକ୍ଷେତ୍ରରେ ଡାଟା ସୁରକ୍ଷିତ ରଖିବା ଲାଗି ବିଭିନ୍ନ ଇ-ବ୍ୟାକ୍‌ଅପ୍‌ ସର୍ଭିସ୍‌ ବେଶ୍‌ କାମରେ ଆସିଥାଏ। ଜାଣିରଖନ୍ତୁ ସେ ସମ୍ପର୍କରେ…

ଗୁଗୁଲ୍‌ ଡ୍ରାଇଭ୍‌: ଏଥିରେ ଆପଣ ୧୫ ଜିବି ପର୍ଯ୍ୟନ୍ତ ଡାଟା ଫ୍ରିରେ ବ୍ୟାକ୍‌ଅପ୍‌ ନେଇପାରିବେ। ଏହାପରେ ଅଧିକ ମେମୋରି ଷ୍ଟୋରେଜ୍‌ ପାଇଁ ଆପଣଙ୍କୁ ଟଙ୍କା ଦେବାକୁ ପଡ଼ିଥାଏ। ଅନ୍‌ ସବୁ ସର୍ଭିସ୍‌ ଅପେକ୍ଷା ଏଥିରେ ବ୍ୟାକ୍‌ଅପ୍‌ ନେବା ଖୁବ୍‌ ସହଜ।
ଆଇଡ୍ରାଇଭ୍‌: ଏହା ଅନ୍ୟ ସମସ୍ତ ଅନ୍‌ଲାଇନ୍‌ ବ୍ୟାକ୍‌ଅପ୍‌ ସର୍ଭିସ୍‌ ତୁଳନାରେ ଶସ୍ତା ଏବଂ ଏହାର ଷ୍ଟୋରେଜ୍‌ କାପାସିଟି ହେଉଛି ୨(ଟିବି)ଟେରା ବାଇଟ୍‌ ୨୦୦୦ ଜିବି(ଗିଗା ବାଇଟ୍‌)। ଏହା ଡେସ୍କଟପ୍‌, ଲାପ୍‌ଟପ୍‌, ମୋବାଇଲ ଏବଂ ଓ୍ବେବ୍‌ ପ୍ଲାଟ୍‌ଫର୍ମରେ ଭଲ କାମ କରିଥାଏ। ଏହାର ପ୍ରାଇଭେସି ପଲିସି ଅନୁସାରେ ଆପଣଙ୍କ ପର୍ସନାଲ ଡାଟା, ସେସନ୍‌ ରିପୋର୍ଟ ଆଦି ସୁରକ୍ଷିତ ରହିଥାଏ। ଏଥିରେ ରିଷ୍ଟୋର କରିବା ଲାଗି ମଧ୍ୟ ଅନେକ ଅପ୍ସନ ରହିଛି, ଯାହାକି ଖୁବ୍‌ ୟୁଜର ଫ୍ରେଣ୍ଡ୍‌ଲି।
ଲାଇଭ୍‌ ଡ୍ରାଇଭ୍‌: ଯଦିଓ ଏଥିରେ ଟପ୍‌ ଟିୟର ଫିଚସ ଭଳି ଫାଇଲ୍‌ ଏକ୍ସପ୍ଲୋରର ଇଣ୍ଟିଗ୍ରେଶନ୍‌ ତଥା ଲଗାତର ବ୍ୟାକ୍‌ଅପ୍‌ ନେବାର ବିକଳ୍ପ ନାହିଁ, ତଥାପି ଏଥିରେ ଥିବା ଆପ୍ଲିକେଶନ୍‌ ସିଧାସଳଖ ବ୍ୟାକ୍‌ଅପ୍‌ ଅପ୍ସନ ଯୋଗାଉଥିବାରୁ ଉଭୟ କମ୍ପ୍ୟୁଟର ଏବଂ ମୋବାଇଲ ଉପଭୋକ୍ତାଙ୍କ ଲାଗି ସୁବିଧାଜନକ ହୋଇଥାଏ।
କାବ୍ରୋନାଇଟ୍‌: ଏହା ଏକ ପ୍ରତିଷ୍ଠିତ ଅନ୍‌ଲାଇନ୍‌ କ୍ଲାଉଡ୍‌ ବ୍ୟାକ୍‌ଅପ୍‌ ସର୍ଭିସ। ଏହା ବ୍ୟକ୍ତିଗତ, ଘରୋଇ ତଥା ବିଜ୍‌ନେସ୍‌ ଡାଟା ବ୍ୟାକ୍‌ଅପ୍‌ ଲାଗି ବ୍ୟବହାର କରାଯାଇଥାଏ। ଏଥିରେ ଅନ୍‌ଲିମିଟେଡ୍‌ ଷ୍ଟୋରେଜ ସୁବିଧା ରହିଛି। ବିଶେଷକରି ଏଥିରେ ବେଶ୍‌ ଭଲ ମୋବାଇଲ ଆପ୍‌ ଉପଲବ୍ଧ। ଏଥିରେ ପ୍ରିମିୟମ୍‌ ଆକାଉଣ୍ଟ ଲାଗି ଏକ୍ସଟର୍ନାଲ ଏବଂ ନେଟ୍‌ଓ୍ବର୍କ ଡ୍ରାଇଭ୍‌ ବ୍ୟାକ୍‌ଅପ୍‌ ଅପ୍ସନରେ ପ୍ରତିବନ୍ଧକ ରହିଛି।
ବ୍ଲାକ୍‌ବ୍ଲେଜ୍‌: ଏହାର ଫିଚର୍ସ ଅନ୍ୟ ସମସ୍ତ ଅନ୍‌ଲାଇନ୍‌ ବ୍ୟାକ୍‌ଅପ୍‌ ସର୍ଭିସ୍‌ଠାରୁ ନିଆରା, ଯାହାକି ଖୁବ୍‌ ୟୁଜର ଫ୍ରେଣ୍ଡ୍‌ଲି। ଏହାର ଲାଟେଷ୍ଟ ଏଡିଶନ ଫାଇଲ୍‌ ଶେୟାରିଂ ଅପ୍ସନ ବେଶ୍‌ କାମରେ ଆସୁଛି।
ସ୍ପାଇଡରଓକ୍‌ଓ୍ବାନ୍‌: ନିଜ ଡାଟାର ଅନ୍‌ଲାଇନ୍‌ ସୁରକ୍ଷାକୁ ନେଇ ଚିନ୍ତିତ ଥିଲେ ଏହି ସର୍ଭିସ ଆପଣଙ୍କ ଲାଗି ବେଷ୍ଟ ଅପ୍ସନ। କାରଣ ଏଥିରେ ସିକ୍ୟୁରିଟି ଏବଂ ପ୍ରାଇଭେସି ପ୍ରତି ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିରେ ଫୋଲ୍ଡରଗୁଡ଼ିକ ଇନ୍‌କ୍ରିପ୍ଟେଡ୍‌ ରହିଥାଏ ଏବଂ ରିଷ୍ଟୋର ସମୟରେ ମଧ୍ୟ ଡାଟା ସୁରକ୍ଷିତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ଇତିହାସର ସବୁଠାରୁ ଲଜ୍ଜାଜନକ ସ୍କୋର, ଜାଣନ୍ତୁ କେତେ ଥିଲା ସ୍କୋର

ନୂଆଦିଲ୍ଲୀ,୯।୨: ICC ପୁରୁଷ T20 ବିଶ୍ୱକପର ଇତିହାସ ରୋମାଞ୍ଚକର ପ୍ରତିଯୋଗିତା, ହାଇ ସ୍କୋର ଏବଂ ଶେଷ ଓଭର ପର୍ଯ୍ୟନ୍ତ ଲମ୍ବିଥିବା ମ୍ୟାଚ ପାଇଁ ଜଣାଶୁଣା। ତଥାପି, ଏହି…

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ପଣ୍ଡରେନ ଗାଁ ନିକଟ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଗୋଟିଏ ପରିବାରର ୪…

ପୁଣି ଫେରିଲା ଶୀତ, ନିଆଁ-ଖରାକୁ ଖୋଜିଲେଣି ଲୋକେ

ଦାରିଙ୍ଗବାଡ଼ି,୯ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ କିଛି ଦିନ ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ଫଳରେ ଏହି ଅସହ୍ୟ ଜାଡ଼ ଜନଜୀବନକୁ ପ୍ରଭାବିତ କରିଛି।…

ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଏବେବି ରହିଛି ସସପେନ୍ସ, BCCI ଦେଲା ବଡ଼ ବୟାନ

ନୂଆଦିଲ୍ଲୀ,୯।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ T20 World Cup 2026 ମ୍ୟାଚ ନିରନ୍ତର ଖବରର ଶିରୋନାମାରେ ରହିଛି। ଫେବୃଆରୀ ୧୫ରେ କଲମ୍ବୋରେ ହେବାକୁ ଥିବା ଏହି…

ଅଜୀର୍ଣ୍ଣ ସମସ୍ୟା ଅଛି କି? ଆପଣାନ୍ତୁ ଏହି ଉପାୟ…

ସାଧାରଣତଃ ଯଦି ଖାଦ୍ୟ ଠିକ୍‌ ଭାବରେ ହଜମ ନ ହେଲା ତେବେ ଅଜୀର୍ଣ୍ଣ ସମସ୍ୟା ଦେଖାଯାଇଥାଏ। ଏହାପଛରେ ମଧ୍ୟ ଆଉ କେତୋଟି କାରଣ ରହିଛି। ଆବଶ୍ୟକତା ଠାରୁ…

ଶୋଷ, ଚାଷ ପାଇଁ ପାଣି ନିଅଣ୍ଟ

ଯାଜପୁର,୯ା୨(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ନଦୀଗୁଡ଼ିକରେ ଜଳପ୍ରବାହ ହ୍ରାସକୁ ଦେଖିଲେ ସମନ୍ବିତ ପ୍ରଯୁକ୍ତିବିଦ୍ୟା ଆଧାରିତ ଜଳ ସମ୍ପଦ ପରିଚାଳନା ପଦ୍ଧତି ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି। ତଦନୁଯାୟୀ ରାଜ୍ୟ…

ବାଣିଜ୍ୟ, ପ୍ରତିରକ୍ଷାରେ ସହଯୋଗ ବଢ଼ାଇବେ ଭାରତ, ମାଲେସିଆ

କୁଆଲାଲୁମ୍ପୁର,୯ା୨(ପି.ଟି.): ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା, ଶକ୍ତି, ଆଧୁନିକ ଉତ୍ପାଦନ ଏବଂ ସେମିକଣ୍ଡକ୍ଟର ଆଦି ସର୍ବାଧିକ ପ୍ରାଥମିକତା ଥିବା ସେକ୍ଟରରେ ଭାରତ ଓ ମାଲେସିଆ ସମ୍ପର୍କ ବଢ଼ାଇବା ପାଇଁ…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri