ଖରାଦିନେ ଏମତି ଭାବେ ଘରକୁ ରଖନ୍ତୁ ଥଣ୍ଡା

ବେଳକୁ ବେଳ ବଢିଚାଲିଛି ତାପମାତ୍ରା। ଏମିତିରେ ଘରେ ରହିବା କଷ୍ଟକର ହୋଇପଡୁଛି। ପ୍ରାୟ ଲୋକ ଏଥିଲାଗି ଘରେ ଏସି ଲଗାଉଛନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ହାନିକାରକ। ତେଣୁ ଘରେ କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରନ୍ତୁ ଯାହାର ଭଲ ଉପାୟ ହେଲା ବୃକ୍ଷ ଲଗାଇବା। ଏହାଦ୍ୱାରା ଗରମରୁ ମୁକ୍ତି ମିଳିପାରିବ। ତେବେ ଜାଣନ୍ତୁ ଏ ସମ୍ପର୍କରେ…

ସ୍ନେକ ପ୍ଲାଣ୍ଟ
ଏହା ଏକ ପ୍ରକାର ଗଛ। ଅନ୍ୟ ଗଛ ଭଳି ସ୍ନେକ ପ୍ଲାଣ୍ଟ ରାତିରେ ଅକ୍ସିଜେନ ଛାଡ଼ିଥାଏ ଓ ତାପମାତ୍ରାକୁ କମାଇଥାଏ। କେବଳ ଏହା ନୁହେଁ, ଏହି ଗଛ ନାଇଟ୍ରୋଜେନ ଅକ୍ସାଇଡ,ଟ୍ରାଇକ୍ଲୋର ଏଥିଲିନ,ଟୋଲ୍ୟୁନି ଆଦି ଗ୍ୟାସକୁ ଶୋଷିଥାଏ ବାୟୁକୁ ଶୁଦ୍ଧ କରିଥାଏ।

ଫିଚୁସ ଟ୍ରି
ଏହା ବିପିଂ ଫିଗ ନାମରେ ଜଣାଶୁଣା। ଏହା ରୁମର ବାୟୁକୁ ସଫା କରିଥାଏ। ଗରମକୁ ଶୋଷିନେଇଥାଏ। ଏହାର ଦେଖାଶୁଣା କରିବା ବହୁତ ସହଜ ହୋଇଥାଏ। ଏହା କମ ଆଲୋକ ଏବଂ କମ ପାଣିରେ ମଧ୍ୟ ବଞ୍ଚିପାରେ।

ବେବି ରବର ପ୍ଲାଣ୍ଟ
ଯେତେବେଳେ ଏହି ପ୍ଲାଣ୍ଟର କଥା ଆସେ ଯାହା ରୁମକୁ ଥଣ୍ଡା ରଖେ ଓ ବାୟକୁ ପ୍ରଦୂଷଣ ମୁକ୍ତ କରିଥାଏ। ଏଥିରେ ପ୍ରତିଦିନ ପାଣି ଦେବା ଆବଶ୍ୟକ ହୁଏ ନାହିଁ। ଏହାକୁ ଭଲ ମାଟି ଓ ଫିଲ୍ଟର୍ଡ ଲାଇଟର ଆବଶ୍ୟକ ହୋଇଥାଏ।

ଫର୍ନ
ବୈଜ୍ଞାନିକଙ୍କ ମତରେ ଫର୍ନ ବାୟୁମଣ୍ଡଳକୁ ଓଦାଳିଆ ରଖିବାରେ ସାହାଯ୍ୟକରେ। ଘରର ବାୟୁକୁ ସଫା ରଖିବା ସହ ଗରମକୁ କମ କରିଥାଏ। ଏହାକୁ ଆପଣ ନିଜ ବାଲକୋନୀରେ ରଖନ୍ତୁ। ଏହା ବହୁତ ଭଲ ଦେଖାଯାଇଥାଏ।

ଗୋଲଡେନ ପୋଥାସ
ଆପଣ ଏହାକୁ ସିଲଭର କିମ୍ବା ଡେଭିଲ୍ସ ଏବି କୁହାଯାଏ। ଏହାର ଘଞ୍ଚ ପତ୍ର ଆପଣଙ୍କ ରୁମର ଶୋଭା ବଢ଼ାଇଥାଏ। ଏହା ବାୟୁମଣ୍ଡଳର ଦୂଷିତ ବାୟୁକୁ ଶୁଦ୍ଧ କରିଥାଏ। ଘରକୁ ଥଣ୍ଡା ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାସିଭାତ ଖାଇଲେ ଶରୀରକୁ କ’ଣ ମିଳିଥାଏ? ଜାଣି ରଖନ୍ତୁ…

ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ। ତଥାପି ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି ଏବଂ କେତେ...

ଭୁଲ୍‌ରେ ବି କାହାଠାରୁ ଉଧାର ମାଗି ବ୍ୟବହାର କରନ୍ତୁ ନାହିଁ ଏସବୁ, ହୋଇଯିବେ ଦରିଦ୍ର…

ହିନ୍ଦୁ ଧର୍ମରେ ବାସ୍ତୁ ଶାସ୍ତ୍ରର ବହୁତ ଗୁରୁତ୍ୱ ଅଛି। ବାସ୍ତୁ ଶାସ୍ତ୍ରରେ, କେବଳ ଦିଗନିର୍ଦ୍ଦେଶର ଗୁରୁତ୍ୱକୁ ବିସ୍ତାରିତ ଭାବରେ ବୁଝାଯାଇ ନାହିଁ, ବରଂ ବ୍ୟକ୍ତିର ଦୈନନ୍ଦିନ...

ଏହି ଦିନ ଭୁଲରେ କାନ୍ଦିବେନି, ଥରେ କାନ୍ଦିଲେ ସବୁଦିନ କାନ୍ଦିବାକୁ ପଡ଼ିବ

ଘରର ସୁଖଶାନ୍ତି ଓ ସମୃଦ୍ଧି ପାଇଁ ବାସ୍ତୁ ନିୟମ ମାନିବା ସହ କିଛିଟା ଛୋଟମୋଟ ଭୁଲ୍‌କୁ ସୁଧାରିପାରିଲେ ଜୀବନ ସରସ, ସୁନ୍ଦର ହୋଇଥାଏ ବୋଲି ବିଶ୍ୱାସ...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଖରାଦିନରେ ଏହି ୫ ଫଳ ସବୁଠୁ ଉପକାରୀ, ନିୟନ୍ତ୍ରଣରେ ରହିବ ବ୍ଲଡ୍‌ ସୁଗାର…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଗ୍ରୀଷ୍ମଋତୁ ଚ୍ୟାଲେଞ୍ଜିଂ ହୋଇପାରେ। କାରଣ ଗରମ ଏବଂ ଝାଳ ଯୋଗୁ ବ୍ଲଡ୍‌ ସୁଗାର ବୃଦ୍ଧି ପାଇପାରେ। ଏପରି ପରିସ୍ଥିତିରେ ସଠିକ୍‌ ଖାଦ୍ୟ...

ଖରାଦିନେ ଓଜନ ଶୀଘ୍ର କେମିତି କମାଇବେ, ଜାଣନ୍ତୁ ସହଜ ଉପାୟ

ଖାଦ୍ୟପେୟ ଏବଂ ଜୀବନଶୈଳୀରେ ବିଭ୍ରାଟ ଯୋଗୁଁ, ଅଧିକାଂଶ ଲୋକ ଓଜନ ବୃଦ୍ଧି ସମସ୍ୟାରେ ପୀଡିତ। ଲୋକମାନେ ନିଜର ଓଜନ କମାଇବା ପାଇଁ ଡାଏଟିଂ ଏବଂ ତୀବ୍ର...

ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ...

ଖରାଦିନେ ଚର୍ମ ସମସ୍ୟା ଦେଖାଯାଉଛି କି, ଆଲୋଭେରା ସହ ଏହି ଜିନିଷ ମିଶାଇ ଲଗାନ୍ତୁ

ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ଚର୍ମ ସମସ୍ୟା ଆରମ୍ଭ ହୋଇଯାଏ। ଟାଣ ଖରା, ଝାଳ ଏବଂ ଆର୍ଦ୍ରତା ଚର୍ମକୁ ଶୁଷ୍କ କରିଥାଏ। ଯାହାଦ୍ୱାରା ଦେହ କୁଣ୍ଡାଇ...

ସାବଧାନ! ହାର୍ଟ ପାଇଁ ସବୁଠୁ ବିପଦ ବଢୁଥିବା ତାପମାତ୍ରା, ଅବଲମ୍ବନ କରନ୍ତୁ ଏହି ଉପାୟ

ଜଳବାୟୁ ପରିବର୍ତ୍ତନ ଏକ ଗମ୍ଭୀର ସମସ୍ୟା ପାଲଟିଛି। ବୃଦ୍ଧି ପାଉଥିବା ତାପମାତ୍ରା, ଅସନ୍ତୁଳିତ ପାଗ ଏବଂ ପ୍ରଦୂଷଣ କେବଳ ପରିବେଶକୁ ପ୍ରଭାବିତ କରୁନାହିଁ ବରଂ ଆମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri