କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଭିଟାମିନ୍‌ ‘ଇ’

ଆବଶ୍ୟକ ମୁତାବକ ଭିଟାମିନ୍‌ ‘ଇ’ଯୁକ୍ତ ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଖାସ୍‌ କଥା ହେଲା, ଏହି ଭିଟାମିନ୍‌ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ। ଏହା ଚର୍ବି ସହ ମିଶି ଆଣ୍ଟିଅକ୍ସିଡାଣ୍ଟ ପରି କାମ କରିଥାଏ। ତେଣୁ ପ୍ରତିଦିନ କିଛି ପରିମାଣର ଭିଟାମିନ୍‌ ‘ଇ’ଯୁକ୍ତ ଖାଦ୍ୟ ଖାଇବା ଦରକାର। ଏପରି ଖାଦ୍ୟ ଶରୀରରେ କୋଲେଷ୍ଟରଲ ପରିମାଣକୁ ମଧ୍ୟ ସନ୍ତୁଳିତ ରଖିଥାଏ। ଭିଟାମିନ୍‌ ‘ଇ’ ଶରୀରରେ ଲାଲ ରକ୍ତ କୋଷିକା ତିଆରି କରିଥାଏ। ଶରୀରରେ ଭିଟାମିନ୍‌ ‘ଇ’ ପରିମାଣ ସନ୍ତୁଳିତ ରହିଲେ ତାହା ମାନସିକ ଅବସାଦ ପରି ସମସ୍ୟାକୁ ଅନେକାଂଶରେ ଦୂରେଇ ରଖିଥାଏ। ତେବେ ଭିଟାମିନ୍‌ ‘ଇ’ଯୁକ୍ତ ଔଷଧ ଖାଇବା ପୂର୍ବରୁ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଭୁଲନ୍ତୁ ନାହିଁ। ସେଓ, ଟମାଟୋ, ଅମୃତଭଣ୍ଡାରେ ଭିଟାମିନ୍‌ ‘ଇ’ ଭରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁ ଜୀବନସାଥୀଙ୍କ ବିଷୟରେ ଜାଣିନିଅନ୍ତୁ ଏହି ୫ କଥା, ନଚେତ..

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଏମାନଙ୍କୁ କେବେବି ଭୁଲ୍‌ରେ କରନ୍ତୁ ନାହିଁ ବିଶ୍ୱାସ: ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ର ପୁସ୍ତକରେ ଜୀବନ ସହ ଜଡିତ ଅନେକ କଥା ବିଷୟରେ କହିଛନ୍ତି। ଲୋକେ ଚାଣକ୍ୟଙ୍କ ଏହି ନୀତକୁ ଅନୁସରଣ କରି ଅନେକ...

ଶୀତଦିନେ ଗରମପାଣିରେ ଗାଧୋଉଥିଲେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି...

କରୋନା ଭାଇରସ୍‌ ପ୍ରତିଷେଧକ ଟିକା

ଚାଇନା ଟିକା: PiCoVacc ଏକ ବେସରକାରୀ ଚାଇନା ସଂସ୍ଥା ସାଇନୋଭ୍ୟାକ (Sinovac) ଦ୍ବାରା ବିକଶିତ ଏହି ଟିକା ଏବେ ପରୀକ୍ଷଣର ମିଳିତ ଦ୍ବିତୀୟ ଓ ତୃତୀୟ...

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ ଆଦୌ ଚିନ୍ତା କରନ୍ତୁ ନାହିଁ, ଏହି ଉପାୟରେ ହେବ ଭଲ…

ଆମେରିକାସ୍ଥିତ ମାସାଚ୍ୟୁଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏମ୍‌ଆଇଟି) ଗବେଷକମାନେ କିଡ୍‌ନୀ ଷ୍ଟୋନ୍‌ ପାଇଁ ଏକ ଔଷଧ ବାହାର କରିଛନ୍ତି। ଯାହା ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌...

କେଉଁ ଉପହାର ଦେବା ଶୁଭ…

ବାହାଘର ହେଉ କି ଜନ୍ମଦିନ ପାର୍ଟିରେ ସାଧାରଣତଃ ଉପହାର ଦେବା ନେବାର ଚଳଣି ଦେଖିବାକୁ ମିଳିଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଜିନିଷ...

ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ...

ଆଦର୍ଶ ଦମ୍ପତି

ବିବାହ ପରେ ବାପଘର ଏରୁଣ୍ଡି ଡେଇଁ ଯେବେ ସ୍ବାମୀଙ୍କ ହାତଧରି ନାରୀଟିଏ ଶାଶୁଘରେ ପାଦ ଦିଏ, ସେଇଠୁ ଆରମ୍ଭ ହୁଏ ଦାମ୍ପତ୍ୟ ଜୀବନ। ଏହି ସମ୍ପର୍କ...

Advertisement
Archives

Model This Week