Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ବଡ଼ ଝଟକା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କରୁ ଆଶ୍ୱସ୍ତି ପାଇନାହାଁନ୍ତି। ବୁଧବାର କେଜ୍‌ରିୱାଲଙ୍କ ଜାମିନ ଆବେଦନ ଶୁଣାଣି ବେଳେ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଦେବାକୁ ମନା କରି ଦେଇଛନ୍ତି। କେଜ୍‌ରିଓ୍ବାଲଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘବି ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଅନୁରୋଧ କରିଥିଲେ। ଏହା ଉପରେ କୋର୍ଟ କହିଛନ୍ତି, ଆମେ କୌଣସି ମଧ୍ୟବର୍ତ୍ତୀକାଳୀନ ଜାମିନ ଦେଇ ପାରିବୁ ନାହିଁ।

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ମାଧ୍ୟମରେ ତାଙ୍କ ବିରୋଧରେ ପଞ୍ଜୀକୃତ ହୋଇଥିବା ମାମଲାରେ କେଜ୍‌ରିୱାଲ ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଜଷ୍ଟିସ ସୂର୍ଯ୍ୟ କାନ୍ତ ଏବଂ ଜଷ୍ଟିସ ଉଜଲ ଭୁୟାନଙ୍କ ବେଞ୍ଚ ସିବିଆଇକୁ ନୋଟିସ ଜାରି କରି ଏହାର ଉତ୍ତର ମାଗିଛନ୍ତି। କୋର୍ଟ କହିଛନ୍ତି ଯେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୩ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଜାନୁଆରୀରେ ୧.୫% ଦୁର୍ବଳ ହେଲାଣି ଟଙ୍କା

ମୁମ୍ବାଇ,୨୨ା୧(ବ୍ଲୁମ୍‌ବର୍ଗ/ପି.ଟି.): ୨୦୨୫ ଡିସେମ୍ବର ୧୬ରେ ଭାରତୀୟ ମୁଦ୍ରା ୯୧.୧୪ ଟଙ୍କାକୁ ଖସି ସର୍ବକାଳୀନ ନିମ୍ନସ୍ତରକୁ ଛୁଇଁଥିଲା। ସେବେଠୁ ଅଦ୍ୟାବଧି ଟଙ୍କା ୧.୫% ଦୁର୍ବଳ ହୋଇଥିବା ଫରେକ୍ସ ଟ୍ରେଡର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri