Posted inଜାତୀୟ

କେଜରିୱାଲଙ୍କ ଦାବି ୫ ବର୍ଷରେ ପୂରଣ କରିବେ ୨୦ ଲକ୍ଷ ରୋଜଗାର ଦେବାର ଲକ୍ଷ୍ୟ

ନୂଆଦିଲ୍ଲୀ,୯ ।୪: ଦିଲ୍ଲୀ ସରକାର ରୋଜଗାର ବଜେଟକୁ କାର୍ଯ୍ୟକାରୀ କରିବାକୁ ଏବେ ଅଣ୍ଟା ଭିଡିବା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶୁକ୍ରବାର ବଜେଟରେ କରାଯାଇଥିବା ଘୋଷଣାକୁ କାର୍ଯ୍ୟରେ ପରିଣତ କରିବାକୁ ନେଇ ସମସ୍ତ ମନ୍ତ୍ରୀ, ସବୁ ବିଭାଗର ଅଧିକାରୀଙ୍କୁ ଗମ୍ଭିର ଭାବେ ଲକ୍ଷ୍ୟ ଓ ସମୟ ସୀମା ମଧ୍ୟରେ କାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କରେ ଆଲୋଚନା ପାଇଁ କେଜରିୱାଲ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ସହ ଉଚ୍ଚ ସ୍ତରୀୟ ସମିକ୍ଷା ବୈଠକ କରିଛନ୍ତି ।
କେଜରିୱାଲ କହିଛନ୍ତି, ଏହି ବଜେଟରେ ଆଗାମୀ ୫ ବର୍ଷ ମଧ୍ୟରେ ୨୦ ହଜାର ରୋଜଗାର ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଏଭଳି କାମ ଦେଶରେ ପ୍ରଥମଥର କରାଯାଉଛି । ଏବେ ଦେଶରେ ସବୁଠାରୁ ବଡ ସମସ୍ୟା ହେଲା ବେକାରି । ଏବେ ଦିଲ୍ଲୀ ସରକାର ଯେଉଁଭଳି ଭାବେ ଶିକ୍ଷା-ସ୍ୱାସ୍ଥ୍ୟ, ବିଜୁଳି-ପାଣିର ସୁବିଧା ଯୋଗାଇ ଦେଇଛନ୍ତି ସେହିଭଳି ଭାବେ ରୋଜଗାର ବି ଯୋଗାଇ ଦେବେ ବୋଲି କେଜରିୱାଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri