Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି, ଏହି ୫ କଥାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିନି ଦିନ ଧରି ସିବିଆଇର ନ୍ୟାୟିକ ହେପାଜତରେ ଅଛନ୍ତି। ଗତ ୨୫ ତାରିଖରେ ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସିବିଆଇ ତାଙ୍କୁ ତିହାର ଜେଲରେ ପଚରାଉଚରା କରିଥିଲା। ତା’ପରେ ପରଦିନ ସେ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ ଏବଂ ଭ୍ୟାକେସନ ବେଞ୍ଚ ଜଜ୍‌ ଅମିତାଭ ରାଓ୍ବତ ସିବିଆଇକୁ ତିନି ଦିନ ଜେଲ୍‌ରେ ରହିବାକୁ ଅନୁମତି ଦେଇଥିଲେ। ଏହା ସହିତ କେଜ୍‌ରିଓ୍ବାଲଙ୍କୁ କୋର୍ଟ ମଧ୍ୟ କିଛି ଆଶ୍ୱସ୍ତି ଦେଇଛନ୍ତି।

କେଜ୍‌ରିଓ୍ବାଲ କୋର୍ଟଙ୍କଠାରୁ କିଛି ଅନୁମତି ମାଗିଥିଲେ।

ଏହି ୫ ଅନୁମତିଗୁଡ଼ିକ ହେଲା…
୧. କେଜ୍‌ରିଓ୍ବାଲ ଜେଲ୍‌କୁ ତାଙ୍କର ଔଷଧ ନେଇପାରିବେ।
୨. ସେ ନିଜ ଚଷମା ପାଖରେ ରଖିପାରିବେ।
୩. ଘରୁ ଆସିଥିବା ଖାଦ୍ୟ ଖାଇପାରିବେ।
୪. ପ୍ରତିଦିନ ଏକ ଘଣ୍ଟା ପାଇଁ ତାଙ୍କ ସ୍ତ୍ରୀ ଏବଂ ଓକିଲଙ୍କୁ ଭେଟି ପାରିବେ।
୫. ଜେଲ୍‌ରେ କେଜ୍‌ରିଓ୍ବାଲଙ୍କୁ ଶ୍ରୀମଦ ଭଗବଦ ଗୀତା ପ୍ରଦାନ ପାଇଁ ଅନୁମତି ଦିଆଯାଇଛି।

ଜଷ୍ଟିସ ଅମିତାଭ ତାଙ୍କୁ ଏହି ପାଞ୍ଚ କଥା ଉପରେ ଛାଡ଼ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri