Posted inଜାତୀୟ

ଅଟୋ ଡ୍ରାଇଭରଙ୍କ ଘରେ ରାତ୍ର ଭୋଜନ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ଆସନ୍ତା ଡିସେମ୍ବରରେ ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ଆବାହକ ବାରମ୍ବାର ସେଠାକୁ ନିର୍ବାଚନ ପ୍ରଚାରରେ ଯାଉଛନ୍ତି। ସୋମବାର ସେ ଅହମଦାବାଦରେ ପ୍ରଚାର କରୁଥିବାବେଳେ ଜଣେ ଅଟୋଡ୍ରାଇଭରଙ୍କ ଆମନ୍ତ୍ରଣକ୍ରମେ ତାଙ୍କ ଘରେ ରାତ୍ରଭୋଜନ କରିଛନ୍ତି। ତେବେ ସେ ଅଟୋରେ ଯାଉଥିବାବେଳେ ଗୁଜରାଟ ପୋଲିସ ଅଟକାଇଥିଲା। ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଅଟୋରେ ଯିବା ପାଇଁ ମନା କରିବା, ଗୁଜରାଟରେ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠାଉଛି ବୋଲି କେଜ୍‌ରିଓ୍ବାଲ ପୋଲିସ ଅଧିକାରୀଙ୍କୁ କହୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri