Posted inଜାତୀୟ

ବିଳାସପୂର୍ଣ୍ଣ ମହଲରେ ବାସ କରୁଛନ୍ତି କେଜରିଓ୍ବାଲ: ଭାଜପାର ଅଭିଯୋଗ…

ନୂଆଦିଲ୍ଲୀ,୨୬।୪ : ଭାଜପା ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଘେରିବା ଜାରି ରହିଛି। ଭାଜପା ଦାବି କରିଛି ମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୌନ୍ଦର୍ଯ୍ୟକରଣ ପାଇଁ ପ୍ରାୟ ୪୫ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ନୈତିକତା ଦୃଷ୍ଟିରୁ ଏଥିପାଇଁ ମୁଖ୍ୟନ୍ତ୍ରୀ ନିଜ ପଦବୀରୁ ଇସ୍ତଫା ଦେବା ଆବଶ୍ୟକ। ଏହାକୁ ବିରୋଧ କରି ଏଏପି କହିଛି ଭାଜପା ଛୋଟ ରାଜନୀତି କରୁଛି। ଏଏପି କହିଛି ମୁଖ୍ୟମନ୍ତ୍ରୀଙ୍କ ବାସଭବନ କାହାର ବ୍ୟକ୍ତିଗତ ସମ୍ପତ୍ତି ନୁହେଁ।

ଏହା ନବୀକରଣ ନୁହେଁ ବରଂ ପୁରୁଣା ସ୍ଥାନରେ ଏକ ନୂତନ ଢାଞ୍ଚା ନିର୍ମାଣ କରାଯାଇଛି ବୋଲି ଭାଜପା କହିଛି। ଏଥିରେ ତାଙ୍କ କ୍ୟାମ୍ପ ଅଫିସ ମଧ୍ୟ ଅଛି। ଏହି ସୂତ୍ରରୁ ଜଣାପଡିଛି ଏନେଇ ୪୩.୭୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ କେଜ୍ରିୱାଲଙ୍କ ସରକାରୀ ବାସଭବନର ଦବୀକରଣରେ ୪୪.୭୮ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

୯ ସେପ୍ଟେମ୍ବର ୨୦୨୦ ରୁ ଜୁନ, ୨୦୨୨ ମଧ୍ୟରେ ୬ ଥର ଏହି ଖର୍ଚ୍ଚ କରାଯାଇଛି। ତଥ୍ୟ ଅନୁଯାୟୀ ଆଭ୍ୟନ୍ତରୀଣ ସାଜସଜ୍ଜା ପାଇଁ ୧୧.୩୦ କୋଟି, ପଥର ଏବଂ ମାର୍ବଲ ଚଟାଣ ପାଇଁ ୬.୦୨ କୋଟି,
ଆଭ୍ୟନ୍ତରୀଣ ପରାମର୍ଶ ପାଇଁ ଏକ କୋଟି,ବୈଦ୍ୟୁତିକ ଫିଟିଙ୍ଗ ଏବଂ ଯନ୍ତ୍ରପାତି ଉପରେ ୨.୫୮ କୋଟି, ଅଗ୍ନି ନିର୍ବାପକ ବ୍ୟବସ୍ଥା ପାଇଁ ୨.୮୫ କୋଟି, ଆଲମିରା ଲାଗି ୧.୪୧ କୋଟି,ଆସବାବପତ୍ର, ରୋଷେଇ ସରଞ୍ଜାମ ପାଇଁ ୧.୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି।

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ କ୍ୟାମ୍ପ କାର୍ଯ୍ୟାଳୟ ପାଇଁ ଅନୁମୋଦିତ ୯.୯୯ କୋଟି ଟଙ୍କାରୁ ୮.୧୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

ଉତ୍ତରାଖଣ୍ଡ ଜଙ୍ଗଲ ନିଆଁ ମାମଲା ପହଞ୍ଚିଲା ସୁପ୍ରିମକୋର୍ଟ, ସିଜେଆଇ କହିଲେ ଇମଲେ କର

ନୂଆଦିଲ୍ଲୀ,୨୯।୪: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ଅପରେସନ ଚାଲିଛି। ସେପଟେ ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ସୁପ୍ରିମକୋର୍ଟରେ ଏକ ପିଟିସନ...

ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଗାଡି: ଚାଲିଗଲା ୯ ଜୀବନ, ୨୩ ଆହତ

ରାୟପୁର,୨୯।୪: ଛତିଶଗଡର ବେମେତାରା ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକଅପ ଗାଡି ଏବଂ ଟ୍ରକ ଧକ୍କାରେ ପାଞ୍ଚ ଜଣ ମହିଳା ଏବଂ...

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri