Posted inଜାତୀୟ

କୋଲକାତାରେ ମମତାଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

କୋଲକାତା,୨୩।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ଅବସରରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଦିଲ୍ଲୀ ସରକାରରେ କ୍ୟାବିନେଟ ମନ୍ତ୍ରୀ ଆତିଶୀ, ଏମ୍‌ପି ସଞ୍ଜୟ ସିଂ, ରାଘବ ଚଡ୍ଡା ମଧ୍ୟ ଉପସ୍ଥିତ ଥିଲେ।

ଦିଲ୍ଲୀରେ ଅଧିକାରୀଙ୍କ ଟ୍ରାନ୍ସଫର-ପୋଷ୍ଟିଂ ସହ ଜଡିତ କେନ୍ଦ୍ର ସରକାରଙ୍କ ନିୟମ ବିରୋଧରେ ସମର୍ଥନ ପାଇବା ପାଇଁ ବିରୋଧୀ ଦଳର ସମସ୍ତ ବଡ ନେତାଙ୍କୁ ଭେଟୁଛନ୍ତି। ଏହି କ୍ରମରେ କେଜ୍‌ରିଓ୍ବାଲ ଆଜି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତାଙ୍କୁ ଭେଟି ସେ ବିଷୟରେ ଆଲୋଚନା କରିଥିବା ଜଣାପଡିଛି।

କେଜ୍‌ରିଓ୍ବାଲ କହିଛନ୍ତି, ଏହି ସଂଗ୍ରାମ କେବଳ ଦିଲ୍ଲୀର ଲୋକଙ୍କ ପାଇଁ ନୁହେଁ। ଏହି ସଂଗ୍ରାମ ହେଉଛି ଭାରତୀୟ ଗଣତନ୍ତ୍ରକୁ ବଞ୍ଚାଇବା ପାଇଁ ସଂଗ୍ରାମ, ବାବାସାହେବ ଦେଇଥିବା ସମ୍ବିଧାନକୁ ବଞ୍ଚାଇବା ପାଇଁ ସଂଗ୍ରାମ, ନ୍ୟାୟପାଳିକାକୁ ବଞ୍ଚାଇବା ପାଇଁ ସଂଗ୍ରାମ। ମୁଁ ଏଥିରେ ସମସ୍ତଙ୍କ ସମର୍ଥନ ଆଶା କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?