କେଜ୍ରିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ, କହିଲେ ସିସୋଦିଆ..

ନୂଆଦିଲ୍ଲୀ,୧୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ ହୋଇଛି।

ରାଜ୍ୟବାସୀ ଆମ୍‌ ଆଦ୍‌ମୀ ପାର୍ଟିର କାର୍ଯ୍ୟକୁ ଦେଖି ନିଜର ସ୍ବୀକୃତି ପ୍ରଦାନ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ପଞ୍ଜାବ ନିର୍ବାଚନ ଫଳାଫଳରୁ ଏହା ସ୍ପଷ୍ଟ ହୋଇଛି ଯେ ଲୋକେ କ୍ରେଜିଓ୍ବାଲଙ୍କ ନିଷ୍ଠାପର ସେବା ପ୍ରତି ଆକର୍ଷିତ ହେବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଡ-ଶୋ ‘ ସମୟରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ପଥର ମାଡ଼, ମୁଣ୍ଡରେ ଲାଗିଲା ଆଘାତ

ନୂଆଦିଲ୍ଲୀ,୧୩ା୪: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପଥର ମାଡ଼ ହୋଇଥିବା ଖବର ଆସିଛି। ବିଜୟୱାଡାରେ ଏକ ରୋଡ-ଶୋ କରିବା ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଏହି...

ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି।...

”ଆତଙ୍କବାଦୀମାନଙ୍କର କୌଣସି ନିୟମ ନାହିଁ, ତେଣୁ ସେମାନଙ୍କୁ ଜବାବ ଦେବାର କୌଣସି ନିୟମ ନାହିଁ”: ଏସ୍ ଜୟଶଙ୍କର

ନୂଆଦିଲ୍ଲୀ,୧୩ା୪: ଭାରତ କୌଣସି ପ୍ରକାର ସୀମାପାର ଆତଙ୍କବାଦକୁ ପ୍ରତିଜଵାବ ଦେବାକୁ ପ୍ରତିଶୃତିବଦ୍ଧ। ଯେହେତୁ ଆତଙ୍କବାଦୀମାନେ କୌଣସି ନିୟମ ମାନୁ ନାହାନ୍ତି, ତେଣୁକରି ସେମାନଙ୍କୁ ପ୍ରତିଜଵାବ ଦେବାକୁ...

ଗାନ୍ଧୀନଗରରୁ ଶାହାଙ୍କୁ ଟକ୍କର ଦେବେ…

ନୂଆଦିଲ୍ଲୀ,୧୩ା୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ...

ରାଜଧାନୀରେ ହଠାତ୍‌ ବଦଳିଗଲା ପାଗ, ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ

ନୂଆଦିଲ୍ଲୀ,୧୩ା୪: ଶନିବାର ରାଜଧାନୀ ଦିଲ୍ଲୀରେ ହଠାତ୍‌ ପାଗରେ ପରିବର୍ତ୍ତନ ହୋଇଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ପବନ ହୋଇଛି। ଏନ୍‌ସିଆର ପକ୍ଷରୁ ଅନେକ ସ୍ଥାନରେ...

ହାତରେ ମତଦାନ ଇଙ୍କ୍‌ ଲାଗିଥିଲେ ଦେଇପାରିବେନି କୌଣସି ପରୀକ୍ଷା! NTA ଜାରି କଲା ନୋଟିସ୍‌

ନୂଆଦିଲ୍ଲୀ,୧୩।୪: ସାଧାରଣ ନିର୍ବାଚନ ଏପ୍ରିଲ ୧୯ରୁ ଆରମ୍ଭ ହେବାକୁ ଯାଉଛି। ଏହି ନିର୍ବାଚନ ଏପ୍ରିଲରୁ ଜୁନ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ୧୮ତମ ଲୋକ ସଭା...

ଅଭିନେତ୍ରୀ କଙ୍ଗନାଙ୍କୁ ଟକ୍କର ଦେବେ ବିକ୍ରମାଦିତ୍ୟ, ପ୍ରତିଭା ସିଂହ କଲେ ଘୋଷଣା

ନୂଆଦିଲ୍ଲୀ,୧୩।୪: ଲୋକ ସଭା ନିର୍ବାଚନ ପାଇଁ ବାଜି ସାରିଛି ବିଗୁଲ। ୪୦୦ ପାର୍‌ର ନାରା ଦେଇ ଭାଜପା ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରିଛି।...

ହେଲଦି ଡ୍ରିଙ୍କ୍ସ ଶ୍ରେଣୀରୁ ହଟିଲା Bournvita , ସରକାର ଦେଲେ କଡ଼ା ଚେତାବନୀ

ନୂଆଦିଲ୍ଲୀ,୧୩।୪: ଉଦ୍ୟୋଗ ମନ୍ତ୍ରଣାଳୟ ଇ-ବାଣିଜ୍ୟ କମ୍ପାନୀମାନଙ୍କୁ ଏକ ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ Bournvita ଏବଂ ଅନ୍ୟାନ୍ୟ ପାନୀୟକୁ ହେଲଦି ଡ୍ରିଙ୍କ୍‌ ଶ୍ରେଣୀରୁ ହଟାଇ ଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri