Posted inଜାତୀୟ

ମୋଦିଙ୍କ ଆଶୀର୍ବାଦ ଲୋଡିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ଏକ ବଡ଼ ବିଜୟ ହାସଲ କରିଛି। ବୁଧବାର ଏମସିଡି ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରି ୧୩୪ଟି ଆସନ ଜିତିଛି। ଭାଜପା ୧୦୪ଟି ଆସନ ଜିତିଛି। ଏହି ଐତିହାସିକ ବିଜୟ ପରେ ଏଏପି ସମର୍ଥକମାନେ ଜୋରଦାର ସେଲିବ୍ରେସନ କରିଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସୁପ୍ରିମୋ ଅରବିନ୍ଦ କେଜ୍‌ରିଓ୍ବାଲ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ସେ କହିଛନ୍ତି, ଆମେ କେନ୍ଦ୍ର ସରକାରଙ୍କ ସାହାଯ୍ୟ ଚାହୁଁଛୁ। ଆମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ରର ଆଶୀର୍ବାଦ ଚାହୁଁ। ଏହି ନିର୍ବାଚନ ଜରିଆରେ ଲୋକମାନେ ଗୋଟିଏ ବାର୍ତ୍ତା ଦେଇଛନ୍ତି। ଏହି ନିବର୍ର୍ାଚନ ଗୋଟିଏ ବାର୍ତ୍ତା ଦେଉଛି, ସେମାନେ ନକାରାତ୍ମକ ନୁହେଁ, ଗଠନମୂଳକ ରାଜନୀତି ଚାହାନ୍ତି। ରାଜନୀତି ନୁହେଁ, ବରଂ ଏବେ ଆମକୁ ଏକାଠି କାମ କରିବାକୁ ପଡିବ। ଆମେ ଭାଜପା ଓ କଂଗ୍ରେସର ସହଯୋଗ ଚାହୁଁଛୁ।
ଏମସିଡିର ୨୫୦ଟି ଆସନରୁ ଆପ ୧୩୪ରେ ଜିତିଛି। ଏହା ମ୍ୟାଜିକ ନମ୍ବର ୧୨୬ ଠାରୁ ୮ ଅଧିକ। କଂଗ୍ରେସର ଆସନ ସଂଖ୍ୟା ୯କୁ ଖସି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri