Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୭ା୩: ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଜାମିନ ଦେବାକୁ ବୁଧବାର ହାଇକୋର୍ଟ ମନା କରି ଦେଇଛନ୍ତି। ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରି କୋର୍ଟ କହିଛନ୍ତି, ହେପାଜତ ସମୟରେ ଇଡି ହୁଏତ କିଛି ତଥ୍ୟ ସଂଗ୍ରହ କରିଥାଇପାରେ, ଯାହା ଶୁଣାଣି ସମୟରେ କୋର୍ଟରେ ଉପସ୍ଥାପନ କରିବାକୁ ଚାହିଁପାରେ। ଏହି ଆବେଦନ ପାଇଁ ମଧ୍ୟ ଏହି ତଥ୍ୟଗୁଡିକ ଗୁରୁତ୍ୱପୂର୍ଣ୍ଣ ହେବ। ଇଡିଠାରୁ ନ ଶୁଣି ଆମେ ଏହା ଉପରେ ନିଷ୍ପତ୍ତି ନେଇ ପାରିବୁ ନାହିଁ। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୩ରେ ହେବ। ସକାଳେ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ଇଡିଙ୍କ ଯୁକ୍ତି ଶୁଣିବା ପରେ ହାଇକୋର୍ଟ ଏହାର ଆଦେଶ ସଂରକ୍ଷିତ ରଖିଥିଲେ।

ଇଡି ତରଫରୁ ହାଜର ହୋଇଥିବା ଏଏସ୍‌ଜେ ରାଜୁ ମୁଖ୍ୟମନ୍ତ୍ରୀଙ୍କୁ ଜାମିନ ଦେବାକୁ ବିରୋଧ କରିଥିଲେ। ସେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହାଜର ହେବାକୁ ଓକିଲଙ୍କ ସେନାକୁ ବିରୋଧ କରିଥିଲେ। ଇଡି କହିଛି ଯେ, ଗୋଆ ନିର୍ବାଚନକୁ ପାଣ୍ଠି ଦେବା ପାଇଁ କେଜ୍‌ରିଓ୍ବାଲ ମଦ ନୀତି ସାହାଯ୍ୟରେ ଦକ୍ଷିଣ ଗ୍ରୁପକୁ ଉପକୃତ କରିଛନ୍ତି। ଏହାର ପ୍ରତିବଦଳରେ ଗୋଆ ନିର୍ବାଚନରେ ତାଙ୍କୁ ବହୁ ଅର୍ଥ ମିଳିଥିଲା। ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭୀ, ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ହାଜର ହୋଇକୋର୍ଟରେ କହିଛନ୍ତି ଯେ, ଏହା ହୋଇପାରିବ ନାହିଁ; କିଛି ଦିନ ତୁମେ କହିବ ଆମେ ଆପଣଙ୍କୁ ଗିରଫ କରିବାକୁ ଚାହୁଁଛୁ, କାରଣ ଆମର ଗିରଫ କରିବାର ଅଧିକାର ଅଛି। ତେଣୁ ଗିରଫ କରିବାର ଇଚ୍ଛା ପୂରଣ କରିବାକୁ ଆମେ ଗିରଫ କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?