Posted inଜାତୀୟ

କେଜ୍‌ରିଓ୍ବାଲଙ୍କର ମାରାତ୍ମକ ରୋଗ ନାହିଁ: କୋର୍ଟ

ନୂଆଦିଲ୍ଲୀ,୭ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅନ୍ତରୀଣ ଜାମିନରେ ଆସି ଜୋର୍‌ଦାର ପ୍ରଚାର ଚଳାଇଥିଲେ। ସେ କୌଣସି ମାରାତ୍ମକ ରୋଗରେ ପୀଡ଼ିତ ନ ଥିବା ଏଥିରୁ ସୂଚନା ମିଳୁଛି ବୋଲି ଦିଲ୍ଲୀର ଏକ କୋର୍ଟ କହିବା ସହ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ତିହାର ଜେଲରେ ଥିବା କେଜ୍‌ରିଓ୍ବାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଅନ୍ତରୀଣ ଜାମିନରେ ଯିବା ଲାଗି ଆବେଦନ କରିଥିଲେ। ତାଙ୍କର କୌଣସି ଗୁରୁତର ରୋଗ ନ ଥିବା କହି ସ୍ବତନ୍ତ୍ର ବିଚାରପତି କାବେରୀ ବାଓ୍ବେଜା ପିଟିଶନକୁ ଖାରଜ କରିଦେଇଛନ୍ତି। ଏଥିସହିତ କେଜ୍‌ରିଓ୍ବାଲଙ୍କ ବିଚାର ବିଭାଗୀୟ ହାଜତ ମିଆଦକୁ ଅଦାଲତ ଜୁନ୍‌ ୧୯ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri