Posted inଜାତୀୟ

୧୧୫ ନିଖୋଜ ଆନ୍ଦୋଳନକାରୀଙ୍କ ତାଲିକା ଜାରି କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୩।୨: କୃଷି ଆଇନକୁ ବିରୋଧରେ ଦେଶରେ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଜାନୁୟାରୀ ୨୬ ଟ୍ରାକ୍ଟର ରାଲିରେ ଘଟିଥିବା ହିଂସାକୁ ନେଇ ପୋଲିସ ପକ୍ଷରୁ କେତେକ ଅଭିଯୁକ୍ତଙ୍କୁ ଧରିବା ଲାଗି ତଦନ୍ତ କରାଯାଉଛି। ଅପରପକ୍ଷରେ ରାଲି ପରେ ନିଖୋଜ ଥିବା ଆନ୍ଦୋଳନକାରୀଙ୍କୁ ନେଇ ବିଭିନ୍ନ ରାଜନୈତିକ ଦଳ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି। ଏହି ମର୍ମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ବୁଧବାର ଏକ ଡିଜିଟାଲ ଗଣମାଧ୍ୟମ ସମ୍ମିଳନୀରେ ନିଖୋଜ ଥିବା ୧୧୫ ଜଣ ଆନ୍ଦୋଳନକାରୀଙ୍କ ତାଲିକା ଜାରି କରାଯାଇଛି। ନିଖୋଜମାନେ ଘରକୁ ଫେରି ନାହାନ୍ତି। ନିଖୋଜଙ୍କ ସହିତ ଯୋଗାଯୋଗ କରିବା ସମ୍ଭବ ହୋଇପାରୁ ନ ଥିବା କେଜରିଓ୍ବାଲ କରିଛନ୍ତି। ସେମାନଙ୍କ ପରିବାର ସଦସ୍ୟଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତାଲିକାରେ ନିଖୋଜଙ୍କ ନାମ ସହିତ ପିତାଙ୍କ ନାମ ଉଲ୍ଲେଖ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri