Posted inଜାତୀୟ

ବେବି କେୟାର ସେଣ୍ଟର ଅଗ୍ନିକାଣ୍ଡକୁ ନେଇ କେଜ୍‌ରିଓ୍ବାଲ କହିଲେ…

ନୂଆଦିଲ୍ଲୀ,୨୬ା୫: ଦିଲ୍ଲୀର ବିବେକ ବିହାରର ବେବି କେୟାର ସେଣ୍ଟରରେ ହୋଇଥିବା ଅଗ୍ନିକାଣ୍ଡରେ ୭ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ‘ଶିଶୁ ଡାକ୍ତରଖାନାରେ ନିଆଁ ଲାଗିବା ଘଟଣା ହୃଦୟ ବିଦାରକ। ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କର ନିରୀହ ପିଲାମାନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ଆମେ ସମସ୍ତେ ଛିଡ଼ା ହୋଇଛୁ ।

ସେ କହିଛନ୍ତି, ଘଟଣାସ୍ଥଳରେ ଆହତମାନଙ୍କୁ ଚିକିତ୍ସା ଯୋଗାଇବାରେ ସରକାରୀ ଓ ପ୍ରଶାସନିକ ଅଧିକାରୀ ନିଯୁକ୍ତ ଅଛନ୍ତି। ଘଟଣାର କାରଣ ଅନୁସନ୍ଧାନ କରାଯାଉଛି ଏବଂ ଏହି ଅବହେଳା ପାଇଁ ଯିଏ ଦାୟୀ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଶିଶୁ ଡାକ୍ତରଖାନାରେ ନିଆଁ ଲାଗିବା ଘଟଣା ହୃଦୟ ବିଦାରକ। ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କର ନିରୀହ ପିଲାମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ସମବେଦନା ଜଣାଉଛି ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୧୭।୬: ଆଗକୁ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବଡ଼ ପଦକ୍ଷେପ ନେଇଛି। ଦଳ ଆଗୁଆ ନିର୍ବାଚନୀ ପ୍ରସ୍ତୁତି...

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ...

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି...

ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ

ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ...

ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ...

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri