Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ବିତର୍କ ଲାଗି ଚ୍ୟାଲେଞ୍ଜ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୭।୧୨: ମାସେରୁ ଅଧିକ ଦିନ ହେଲା ହଜାର ହଜାର କୃଷକମାନେ ଆନ୍ଦୋଳନ କରୁଥିବା ସିଙ୍ଘୁସୀମା ପରିଦର୍ଶନ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦକେନ୍ଦ୍ର ସରକାରଙ୍କୁ ବିତର୍କ ଲାଗି ଚ୍ୟାଲେଞ୍ଜ ଦେଲେ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀ ସରକାରଙ୍କ ପକ୍ଷରୁ ରବିବାର ସିଙ୍ଘୁ ସୀମାରେ ଏକ କିର୍ତନ ଦରବାର ଆୟୋଜନ ହୋଇଥିଲା। ଏହି ସଂଗିତ କାର୍ଯ୍ୟକ୍ରମରେ ଦର୍ଶକଙ୍କ ମଧ୍ୟରେ ବସିଥିଲେ କେଜରିଓ୍ବାଲ ଓ ସିସୋଦିଆ।

ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ କେନ୍ଦ୍ରକୁ ବିତର୍କ ପାଇଁ ଚ୍ୟାଲେଞ୍ଜ କରିଛନ୍ତି। ଚାଷୀଙ୍କ ଲାଭ ପାଇଁ ନୂଆ ଆଇନ ଅଣାଯାଇଥିବା କେନ୍ଦ୍ର ସରକାର କହୁଛି। ଏହାଦ୍ୱାରା ସେମାନେ ଜମୀ ହରାଇବେ ନାହିଁ କିମ୍ବା ଏମ୍‌ଏସ୍‌ପି ସୁବିଧା ହଟାଯାଉ ନ ଥିବା ସେମାନେ କହୁଛନ୍ତି । ସେମାନଙ୍କ ହିସାବରେ ଚାଷୀମାନେ ନୂଆ ଆଇନ ବିଷୟରେ ପର୍ଯ୍ୟାପ୍ତ ଜାଣି ନାହାନ୍ତି। କେନ୍ଦ୍ରର ଯେଉଁମାନେ ନୂଆ କୃଷି ଆଇନ ସମ୍ପର୍କରେ ଜାଣିଛନ୍ତି, ସେମାନେ ସାଧାରଣରେ ଚାଷୀ ନେତାଙ୍କ ସହ ବିତର୍କ କରିବାକୁ ମୁଁ ଚ୍ୟାଲେଞ୍ଜ ଦେଉଛି। ବିତର୍କରୁ ହିଁ ଜଣା ପଡ଼ିବ କିଏ ଅଧିକ ଜାଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri