Posted inଜାତୀୟ

ଇଡିର ସ୍ବତନ୍ତ୍ର ଟିମ୍‌ ପ୍ରସ୍ତୁତ, ଗିରଫ ପରେ କ୍ୟାମେରା ଆଗରେ ଆଜି ପୁଣି ଜେରା ହେବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୩: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଶୁକ୍ରବାର ଦ୍ୱିତୀୟ ଥର ପାଇଁ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ପଚରାଉଚରା କରିବ। କ୍ୟାମେରାରେ ପଚରାଉଚରା ପ୍ରକ୍ରିୟା ମଧ୍ୟ ରେକର୍ଡ ହେବ ଏବଂ ସମସ୍ତ ବିବୃତ୍ତି ଲିଖିତ ଆକାରରେ ରେକର୍ଡ ହେବ। କେଜ୍‌ରିଓ୍ବାଲଙ୍କୁ ଲକ୍‌ଅପ୍‌ ପଠାଇବା ପରେ ଇଡିର ସ୍ବତନ୍ତ୍ର ଟିମ୍‌ ସ୍ବତନ୍ତ୍ର ପ୍ରସ୍ତୁତ କରିଛନ୍ତି। କେଜ୍‌ରିଓ୍ବାଲଙ୍କୁ ପଚରାଉଚରା ପାଇଁ ଅତିରିକ୍ତ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏକ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଦୁଇ ସହକାରୀ ନିର୍ଦ୍ଦେଶକ ମଧ୍ୟ ଦଳରେ ଅନ୍ତର୍ଭୁକ୍ତ ହୋଇଛନ୍ତ।

କେଜ୍‌ରିଓ୍ବାଲଙ୍କ ଗିରଫ ପରେ ଦେଶର ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ଆଜି ଶୁଣାଣି ହେବ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଏହା ବ୍ୟତୀତ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ ଆଜି କେଜ୍‌ରିଓ୍ବାଲଙ୍କୁ ଦିଲ୍ଲୀର ରାଉଜ୍‌ ଏଭେନ୍ୟୁ କୋର୍ଟରେ ଉପସ୍ଥାପନ କରିବେ।

ଇଡି ଚାର୍ଜଶିଟ୍‌ରେ କେଜ୍‌ରିଓ୍ବାଲଙ୍କ ନାମ ଅନେକ ଥର ଉଲ୍ଲେଖ କରାଯାଇଛି। ଏଜେନ୍ସି ଅଭିଯୋଗ କରିଛି, ଅଭିଯୁକ୍ତମାନେ କେଜ୍‌ରିଓ୍ବାଲଙ୍କ ସହ ଏକ୍ସାଇଜ ପଲିସି ପ୍ରସ୍ତୁତ କରିଥିଲେ। ଏହି ନୀତି ପ୍ରସ୍ତୁତ କରିବା ଏବଂ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି,…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri