Posted inଜାତୀୟ

ଜୁନ୍‌ ୧ରେ ଜେଲ୍‌ ଯିବେ କେଜ୍‌ରିଓ୍ବାଲ, ୬ରେ ରାହୁଲ ଗାନ୍ଧୀ ଯିବେ…

ନୂଆଦିଲ୍ଲୀ,୨୭ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି। ଶାହା କହିଛନ୍ତି, କେଜ୍‌ରିଓ୍ବାଲଙ୍କୁ ଜୁନ୍‌ ୧ରେ ଜେଲ ଯିବାକୁ ପଡ଼ିବ ଏବଂ ରାହୁଲ ବାବା ଜୁନ୍‌ ୬ରେ ଛୁଟି ମନାଇବାକୁ ବ୍ୟାଙ୍କକ ଯାଉଛନ୍ତି। ଗୋଟିଏ ପଟେ ରାହୁଲ ବାବା ଯିଏ କି, ଗ୍ରୀଷ୍ମ ଋତୁ ଆରମ୍ଭ ହେବା ମାତ୍ରେ ଥାଇଲାଣ୍ଡର ବ୍ୟାଙ୍କକକୁ ଯାଆନ୍ତି। ଅନ୍ୟପକ୍ଷରେ ୨୩ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଥିବା ନରେନ୍ଦ୍ର ମୋଦି ଯିଏ ସୀମାରେ ଥିବା ସୈନିକମାନଙ୍କୁ ମିଠା ବଣ୍ଟନ କରନ୍ତି। ପଞ୍ଜାବର ଲୁଧିଆନାରେ ରବିବାର ଏକ ସାଧାରଣ ସଭାରେ ସମ୍ବୋଧିତ କରିବା ବେଳେ ଅମିତ ଶାହା ଏପରି କହିଛନ୍ତି।

ଖାଲି ଏତିକି ନୁହେଁ, ସେ କହିଛନ୍ତି, କେଜ୍‌ରିଓ୍ବାଲ ପଞ୍ଜାବକୁ ତାଙ୍କ ଏଟିଏମ୍‌ ମେଶିନ କରିଛନ୍ତି। ଯଦି ତାଙ୍କୁ ମାମଲା ସହ ଲଢ଼ିବାକୁ ପଡ଼ିବ ତେବେ ସେ ପଞ୍ଜାବର ଟଙ୍କା ନେଇଥା’ନ୍ତି ଏବଂ ଯଦି ନିର୍ବାଚନରେ ଟଙ୍କା ଖର୍ଚ୍ଚ କରିବାକୁ ପଡ଼େ ତେବେ ସେ ପଞ୍ଜାବର ଟଙ୍କା ଖର୍ଚ୍ଚ କରନ୍ତି। ପଞ୍ଜାବ ଟଙ୍କାକୁ କେଜ୍‌ରିଓ୍ବାଲ ତାଙ୍କ ଏଟିଏମ୍‌ କାର୍ଡ ଜରିଆରେ ଦିଲ୍ଲୀ ନେଇଥାନ୍ତି। କେଜ୍‌ରିଓ୍ବାଲ ପଞ୍ଜାବର ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କର ପାଇଲଟ କରିଛନ୍ତି। ମୁଁ ବୁଝି ପାରୁନାହିଁ ଯେ, ମାନ ସାହେବ କେଜ୍‌ରିଓ୍ବାଲଙ୍କ ପାଇଲଟ ନା ପଞ୍ଜାବର ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?