Posted inଜାତୀୟ

ଖୁବ୍‌ଶୀଘ୍ର ଜେଲ୍‌ ଯିବେ କେଜ୍‌ରିୱାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦୁର୍ନୀତିଗ୍ରସ୍ତଙ୍କର ଜଣେ ବଡ଼ ନେତା। ଖୁବ ଶୀଘ୍ର ଜେଲ ଯିବେ। ଭଗବାନ ଶ୍ରୀରାମ ସର୍ବଦା ନ୍ୟାୟ କରନ୍ତି ବୋଲି ରାମ ନବମୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭାଜପା ଏମ୍‌ପି ମନୋଜ ତିଓ୍ବାରୀ କହିଛନ୍ତି। ସେ କହିଛନ୍ତି,କେଜ୍‌ରିୱାଲଙ୍କର ନିକଟତମ ଦୁଇଜଣ ଜେଲରେ ଅଛନ୍ତି। ସେ ମଧ୍ୟ ଖୁବ୍‌ଶୀଘ୍ର ଜେଲ୍‌ ଯିବେ। ଦେଶରେ ସାମ୍ପ୍ରତିକ ଗଣତନ୍ତ୍ରରେ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ରହିଛି, ଏଭଳି ପରିସ୍ଥିତିରେ ଅପରାଧୀ ଦୀର୍ଘ ସମୟ ଧରି ଖସିଯିବା ସମ୍ଭବ ନୁହେଁ।
ମନୋଜ ମଧ୍ୟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାଗେର୍ଟ କହିଛନ୍ତି। ସେ କହିଛନ୍ତି, ରାହୁଲଙ୍କ ଅହଂକାର ରହିଛି। ଏହା ପୂର୍ବରୁ ମଧ୍ୟ ଅନେକ ନେତାଙ୍କ ସଦସ୍ୟତା ରଦ୍ଦ ହୋଇଛି। ୨୦୧୯ରେ ଯେତେବେଳେ କଂଗ୍ରେସ ସରକାର ମଧ୍ୟପ୍ରଦେଶରେ ଥିଲା, ସେତେବେଳେ ପ୍ରହ୍ଲାଦ ଲୋଧିଙ୍କୁ କୋର୍ଟ ଦୁଇ ବର୍ଷ ଦଣ୍ଡିତ କରିଥିଲେ। ଭାଜପା କାହାକୁ ଦାୟୀ କରି ନାହିଁ। ଏସବୁ କଂଗ୍ରେସ ଭୁଲିଯିବା ଉଚିତ୍‌ ନୁହେଁ। ଓବିସି ସମ୍ପ୍ରଦାୟର ଅପବ୍ୟବହାର ତୁମର ଜନ୍ମ ଅଧିକାର, ତେବେ ରାହୁଲ ଉପର ଅଦାଲତ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri