Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍‌ରିଓ୍ବାଲ! ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଇଡି ମାମଲାରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ହେଲେ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ସତ୍ତ୍ୱେ କେଜ୍‌ରିଓ୍ବାଲଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ।

ତେବେ କେଜ୍‌ରିଓ୍ବାଲଙ୍କୁ ଇଡି ଗିରଫ କରିବା ପରଠାରୁ ବିରୋଧୀ ଭାଜପା ତାଙ୍କ ଇସ୍ତଫା ଦାବି କରିଆସୁଛି। କୋର୍ଟରେ ମଧ୍ୟ ଇସ୍ତଫା କଥା ଉଠିଥିଲା। ହେଲେ କୋର୍ଟ ଏହା ଉପରେ କୌଣସି ପ୍ରକାର ନିର୍ଦ୍ଦେଶ ଜାରି କରିପାରିବେ ନାହିଁ ବୋଲି କହିଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, ଅରବିନ୍ଦ କେଜ୍‌ରିଓ୍ବାଲ ଜଣେ ନିର୍ବାଚିତ ନେତା ଓ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏହି ପଦବୀ ବେଶ ଗୁରୁତ୍ୱପୂର୍ଣ୍ଣ ଓ ଏହାର ପ୍ରଭାବ ମଧ୍ୟ ରହିଛି। ଆମେ କୌଣସି ନିର୍ଦ୍ଦେଶ ଦେଇପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri