Posted inଜାତୀୟ

ପରବର୍ତ୍ତୀ ନମ୍ବର କେଜରିଓ୍ବାଲଙ୍କର: ମଦ ଦୁର୍ନୀତି ନେଇ ଅନୁରାଗ ଠାକୁରଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ,୫।୧୦ : କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଆମ ଆଦମୀ ପାର୍ଟି (ଏଏପି) କୁ ଟାର୍ଗେଟ କରିଛନ୍ତି। ସେ ଏଏପି ସୁପ୍ରିମୋ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ କଡ଼ା ସମାଲୋଚନା କରିଛନ୍ତି । ସେ ଗୁରୁବାର କହିଛନ୍ତି ଯେଉଁମାନଙ୍କୁ କେଜରିଓ୍ବାଲ ସଚ୍ଚୋଟର ପ୍ରମାଣପତ୍ର ଦେଇଥିଲେ ସେମାନେ ଏବେ ଜେଲରେ ଅଛନ୍ତି।

ଏହା ପରେ ମଦ ଦୁର୍ନୀତି ମାମଲାରେ ପରବର୍ତ୍ତୀ ନମ୍ବର କେଜରିଓ୍ବାଲଙ୍କର ହୋଇପାରେ। ଦିଲ୍ଲୀ ମଦ ଦୁର୍ନୀତି ମାମଲାର କିଙ୍ଗପିନ ବାହାରେ ଅଛନ୍ତି। ତାଙ୍କର ପାଳି ମଧ୍ୟ ଆସିବ। ତଦନ୍ତ ଚାଲିଛି।

ଲୋକମାନେ ତାଙ୍କ ଉପରେ ହସୁଛନ୍ତି। ସେ ଏବେ ଚିନ୍ତିତ ଦେଖାଯାଉଛନ୍ତି। ତାଙ୍କ ସରକାରର ଉପମୁଖ୍ୟମନ୍ତ୍ରୀ ଜେଲରେ ଅଛନ୍ତି। ସେହିପରି ସ୍ବାସ୍ଥ୍ୟମନ୍ତ୍ରୀ ମଧ୍ୟ ଜେଲରେ ଅଛନ୍ତି। ଏଏପି ଦୁର୍ନୀତି ବିରୋଧରେ ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିଲା, କିନ୍ତୁ ବର୍ତ୍ତମାନ ଦୁର୍ନୀତିରେ ଜଡିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri