Posted inଜାତୀୟ

କେଜରିଓ୍ବାଲଙ୍କ ସ୍ତ୍ରୀଙ୍କ ସମେତ ମାତାପିତାଙ୍କୁ ହେବ ପଚରାଉଚରା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସ୍ବାତି ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆକ୍ରମଣ ଓ ନିର୍ଯ୍ୟାତନା ମାମଲାର ତଦନ୍ତରେ ବ୍ୟସ୍ତ ଅଛି।
ସଦ୍ୟତମ ମାମଲାରେ ଦିଲ୍ଲୀ ପୋଲିସ ଟିମ ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା ଏବଂ ତାଙ୍କ ମାତାପିତାଙ୍କୁ ପଚରାଉଚରା କରିବେ ବୋଲି ଜଣାପଡିଛି।

ଏହି ପ୍ରସଙ୍ଗରେ ଆମ ଆଦମୀ ପାର୍ଟିର ନେତାମାନେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଘରେ ପହଞ୍ଚିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ସ୍ବତି ମାଲିୱାଲ ଅରବିନ୍ଦ କେଜରିୱାଲଙ୍କ ପିଏ ବିଭବ କୁମାରଙ୍କ ଉପରେ ଆକ୍ରମଣ ଏବଂ ନିର୍ଯ୍ୟାତନା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ପତ୍ନୀ ସୁନୀତା ଏବଂ ତାଙ୍କ ମାତାପିତାଙ୍କୁ ପଚରାଉଚରା ବେଳେ ସତ୍ୟ ପଦାକୁ ଆସିବ ବୋଲି ପୋଲିସ ଆଶା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ କିଏ ହେବେ ବାଚସ୍ପତି? ଉପ ବାଚସ୍ପତି ପଦ ନ ମିଳିଲେ, ବାଚସ୍ପତି ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡିଆ

ନୂଆଦିଲ୍ଲୀ,୧୬।୬: ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ପକ୍ଷରୁ ଲୋକ ସଭାରେ ଉପ ବାଚସ୍ପତି ପଦ ପାଇଁ ଦାବି କରାଯାଇଛି। ବାଚସ୍ପତି ପଦ ପାଇଁ ଏନଡିଏ ମେଣ୍ଟ...

ଯାତ୍ରୀଙ୍କ ସହ ସେଲ୍‌ଫି ନେଲେ, ଛୋଟ ପିଲାଙ୍କୁ କାଖେଇଲେ ମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର ମନ୍ତ୍ରୀ ହେବା ପରେ ଶିବରାଜ ସିଂ ଚୌହାନ ରବିବାର ଟ୍ରେନ୍‌ ଯୋଗେ ଭୋପାଳକୁ ଫେରିଥିଲେ। ସେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ସାଧାରଣ...

ଅମିତ୍‌ ଶାହାଙ୍କ ବଡ଼ ବୈଠକ, ଜମ୍ମୁ-କଶ୍ମୀର ଆତଙ୍କବାଦକୁ ନେଇ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୬: ଅମରନାଥ ଯାତ୍ରା ଜୁନ ୨୯ରେ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି । ଏହାକୁ ନେଇ, କେନ୍ଦ୍ର...

‘ଇଭିଏମ୍‌ ଏକ କଳା ବାକ୍ସ’ କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬ା୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ଇଭିଏମ୍‌କୁ ନେଇ ପ୍ରଶ୍ନ ଉଠାଇଛନ୍ତି। ରବିବାର ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟରେ ରାହୁଲ ମଧ୍ୟ...

ଭାରତୀୟ ରେଲଓ୍ବେରେ ବନ୍ଦ ହୋଇଯିବ ଜେନେରାଲ ବଗି! ଅଶ୍ୱିନୀ ବେଷ୍ଣବ କହିଦେଲେ…

ନୂଆଦିଲ୍ଲୀ,୧୬।୬: ଏସିଆର ସବୁଠାରୁ ବୃହତ୍ତମ ରେଳ ନେଟୱାର୍କ ଥିବା ଦେଶ ହେଉଛି ଭାରତ। ଅଧିକାଂଶ ଲୋକ ପ୍ରତିଦିନ ସାଧାରଣ କୋଚ ବା ଜେନେରାଲ ବଗିରେ ଯାତ୍ରା...

ପରାଜିତ ନେତାମାନେ ସରକାରୀ ଆବାସ ଖାଲି ନ କଲେ ଗଣିବାକୁ ପଡ଼େ ୧୦ ଲକ୍ଷ ଯାଏ ଜରିମାନା, ଜାଣନ୍ତୁ କିଏ ଜାରି କରେ ନୋଟିସ?

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଶେଷ ହୋଇଛି। ଏବେ ନୂଆ ସରକାର ମଧ୍ୟ ଗଠନ ହୋଇଛି। ଏମିତିରେ ଅନେକ ଏମ୍‌ପି ପୁଣିଥରେ ବିଜୟ ମୁକୁଟ ପିନ୍ଧିଥିବା...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଜାତୀୟ ସୁରକ୍ଷା ପରାମର୍ଶଦାତା କ’ଣ? କିଏ କରିଥାଏ NSAର ନିଯୁକ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଅଜିତ ଡୋଭାଲଙ୍କ ଉପରେ ବିଶ୍ୱାସ ଦର୍ଶାଇ ତାଙ୍କୁ ପୁଣିଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri