ସୁକତେଲ ନଦୀରୁ ମିଳିଲା ନରକଙ୍କାଳ : ଖୋଳତାଡ କରୁଛି ପୋଲିସ

ବଲାଙ୍ଗୀର,୨୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା କୁମିଆପାଲି ଗାଁ ନିକଟ ସୁକତେଲ ନଦୀ ଗର୍ଭରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛ। ଏହି ନରକଙ୍କାଳ ଟି କାହାର ଜଣାପଡିନାହିଁ । ଆଜି ସ୍ଥାନୀୟ ଲୋକେ ନଦୀ ଖଣ୍ଡିରେ ଏହି କଙ୍କାଳ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ସାଇଣ୍ଟିଫିକ ଟିମ ସହ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳକୁ ଉଦ୍ଧାର କରିଛନ୍ତି । ଦୁଇମାସ ତଳେ ସୁକତେଲ ନଦୀରେ ଲରମ୍ଭା ଥାନା ଅନ୍ତର୍ଗତ ଫଟାମୁଣ୍ଡା ଗାଁର ଜଣେ ଯୁବକ ପ୍ରଶାନ୍ତ ଡୁଡୁକା ଭାସି ଯାଇଥିଲେ। ଏପର୍ଯ୍ୟନ୍ତ ତାଙ୍କ ଖୋଜଖବର ମିଳିନାହିଁ। ଏହି ନରକଙ୍କାଳଟି ଜବତ ହେବା ପରେ ଏହା ପ୍ରଶାନ୍ତଙ୍କ କଙ୍କାଳ ବୋଲି ସନ୍ଦେହ କରାଯାଉଛି । ସଦର ଥାନା ପୋଲିସ ନରକଙ୍କାଳକୁ ଜବତ କରି ଏହାର ଡିଏନଏ ପରୀକ୍ଷା ପାଇଁ ପଠାଇବେ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri