କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି ଆହତମାନଙ୍କ ମଧ୍ୟରେ ୩୬ ଗୁରୁତର ହୋଇଥିଲେ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ତେବେ ଗୁରୁତର ଥିବା ପିଣ୍ଟୁ ଖାନ୍‌ଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ଆଇସିୟୁରେ ଚିକିତ୍ସାଧୀନ ଥିଲେ। ଏହା ପୂର୍ବରୁ ଜଣେ ବାଣୁଆଙ୍କର ମୃତ୍ୟୁ ଘଟିଥିଲା। ତେବେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଏବେ ବି ୧୦ ଜଣ ଗୁରୁତର ହୋଇ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହାୟତା: ସତ୍ୟବାଦୀ ବ୍ଲକର ମହିଳା ମହାସଂଘ ଦେଲେ ୧ ଲକ୍ଷ ଟଙ୍କା

ସାକ୍ଷୀଗୋପାଳ, ୨୧।୪(ଡି.ଏନ୍‌.ଏ): କରୋନା ସହାୟତା ପାଇଁ ସତ୍ୟବାଦୀ ବ୍ଲକର ମହିଳା ମହାସଂଘଗୁଡିକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ୬ ହଜାର ୭ଶହ ଟଙ୍କା ପ୍ରଦାନ...

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ...

ଶିଶୁକନ୍ୟାକୁ ଜନ୍ମ ଦେଇ ମା’ ମୃତ

ସଜନାଗଡ଼, ୨୪।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ନରଣପୁର ପଞ୍ଚାୟତର ବିଜିରାସାହି ଗ୍ରାମର ସୁନି ମାଝି(୪୫) ନାମ୍ନୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବାପରେ...

ବିଧାନସଭା ଅଧିବେଶନ ପୂର୍ବରୁ ବିଧାୟକ, କର୍ମଚାରୀଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର, ୭ା୯(ବ୍ୟୁରୋ)- ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର...

ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ

ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର...

ବୃଦ୍ଧାଙ୍କୁ ଗଛତଳୁ ଉଦ୍ଧାର କଲା ପ୍ରଶାସନ

ନୂଆପଡା ଅଫିସ,୪।୪- ନୂଆପଡ଼ା ଜିଲା କୋମନା ବ୍ଲକ ପ୍ରଶାସନ ସାବିତ୍ରୀ ତାଣ୍ଡି (୬୫) ନାମ୍ନୀ ଜଣେ ବୃଦ୍ଧାଙ୍କୁ ଉଦ୍ଧାର କରିଛି । ତାଙ୍କ ଘର ସ୍ଥାନୀୟ...

ସବୁ ଜିଲାରେ ହେବ ସାଇନ୍ସ ପାର୍କ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ...

ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ...

Advertisement
Archives

Model This Week