ବିଦାୟ ନେଉଛନ୍ତି ମା’ ଗଜଲକ୍ଷ୍ମୀ, ପୁଣି ଆର ବର୍ଷକୁ ଅପେକ୍ଷା

କେନ୍ଦ୍ରାପଡ଼ା,୧୪।୧୦: ମା’ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ ପାଇଁ କେନ୍ଦ୍ରାପଡ଼ା ସହର ଉତ୍ସବମୁଖର ହୋଇପଡ଼ିଛି। ସାତଦିନ ଧରି ମଣ୍ଡପରେ ପୂଜାର୍ଚ୍ଚନା ପରେ ଏବେ ବିଦାୟ ନେଉଛନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଭସାଣି ଉତ୍ସବରେ ବିଭିନ୍ନ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାସ୍ତା ଉପରେ କଳାକାରଙ୍କ ଭୂତ-ତାନ୍ତ୍ରିକ ଲଢ଼େଇ ଦେଖିବାକୁ ମିଳିଛି।

ଭସାଣି ଉତ୍ସବକୁ ଶାନ୍ତି ଶୃଙ୍ଖଳା ଓ ସରସସୁନ୍ଦର କରିବାକୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ନିୟମ ଏବଂ କଟକଣା ଜାରି କରାଯାଇଛି। ଅପରପକ୍ଷରେ ଏହି ଗଣପର୍ବର ଆରମ୍ଭରୁ ସହରର ବିଭିନ୍ନ ମଣ୍ଡପ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ସହ ମେଳଣ ଓ ଭସାଣି ନିମନ୍ତେ ଜିଲା ଏବଂ ବାହାର ରାଜ୍ୟରୁ କଳାକାର ଆସି ନିଜ କାଳ, କୌଶଳ ପ୍ରଦର୍ଶନ କରୁଛନ୍ତି। ଏହା ଦେଖିବାକୁ ଲୋକଙ୍କ ଗହଳି ଲାଗି ରହିଛି। ଏଭଳିସ୍ଥିତି ଭସାଣି ଉତ୍ସବରେ ଏକ ସୁନ୍ଦର ଦୃଶ୍ୟ ସାମ୍ନାକୁ ଆସିଛି। ମା’ଙ୍କୁ ମେଲାଣି ଦେବାକୁ ଆସିଛି ତାଙ୍କ ବାହାନ ପେଚା। ଏହା ଲୋକଙ୍କୁ ଭାବବିହ୍ବଳ କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri