ମମିତା ହତ୍ୟା ମାମଲା: ଆଜି କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୩୦ା୧୦: ବଲାଙ୍ଗୀର ଜିଲ୍ଲାର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ବନ୍ଦ ହୋଇଛି। ସହରର ତିନିମୁହାଣୀ ସମେତ ବିଭିନ୍ନ ରାସ୍ତାରେ କର୍ମୀ ଓ ଦଳୀୟ ନେତାମାନେ ଉପସ୍ଥିତ ରହି ଯାତାୟାତକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛନ୍ତି। ଏ ସମ୍ପର୍କରେ ଜିଲା ସଭାପତି କିଶୋର କୁମାର ପଣ୍ଡା କହିଛନ୍ତି ଯେ, ମମିତା ମୃତ୍ୟୁ ସ୍ବାଭାବିକ ନୁହେଁ । ସ୍କୁଲ ପରିଚାଳକ ଗୋବିନ୍ଦ ସାହୁ ଏଥିରେ ମୁଖ୍ୟ ଅଭିଯୁକ୍ତ ହୋଇଥିବା ବେଳେ ରାଜ୍ୟ ସରକାରଙ୍କ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଛି। ମନ୍ତ୍ରୀ ମଣ୍ଡଳରୁ ବହିଷ୍କାର ସହିତ ଏହି ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର ଦାବିରେ ଏହି ଜିଲା ବନ୍ଦ ହୋଇଛି । ଏହା ସତ୍ତ୍ୱେ ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ର ହେବ। ଏହି କାର୍ଯ୍ୟକ୍ରମରେ ଜିଲାରୁ ରାଜ୍ୟସ୍ତରୀୟ ନେତା ଓ କର୍ମୀ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଆମେରିକାରେ ବିମାନସେବା ପ୍ରଭାବିତ, ୧୧୦୦ ଉଡାଣ ରଦ୍ଦ, ୪୦୦୦ ବିମାନ ବିଳମ୍ବ, ଜାଣନ୍ତୁ କାରଣ

ଓ୍ବାଶିଂଟନ,୨୭।୧୨: ଶୁକ୍ରବାର (ଡିସେମ୍ବର ୨୬) ଖ୍ରୀଷ୍ଟମାସ ଛୁଟି ସତ୍ତ୍ୱେ ଆମେରିକାର ବିମାନ କମ୍ପାନୀଗୁଡ଼ିକ ୧୦୦୦ ରୁ ଅଧିକ ଉଡ଼ାଣ ବାତିଲ କରିଛନ୍ତି, କାରଣ ଦେଶର ଅଧିକାଂଶ...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। CEC ପରିବାର ସହ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଭିତରେ...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri