କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ ବିଭାଗୀୟ ତଦନ୍ତ ପାଇଁ କେନ୍ଦ୍ରାପଡ଼ା ଏସ୍‌ପି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ରାଜନଗର ଥାନା ଅନ୍ତର୍ଗତ ହଂସିଣା ଗୁଳା ଗ୍ରାମର ପ୍ରମୋଦ ବିଶାଳ ନିଜ ଦୋକାନରେ ଥିବାବେଳେ ରାଜନଗର ଥାନା ଗାଡି ସେଠାରେ ପହଞ୍ଚିଥିଲା। ଗାଡିରେ ଥିବା ପୋଲିସ କର୍ମଚାରୀ ନରେନ୍ଦ୍ର କୁମାର ସଂ ଜୈନିକ ଲୋକର ଠିକଣା ପଚାରିଥିଲେ। ପ୍ରମୋଦ ସେ ବ୍ୟକ୍ତିର ଠିକଣା କହିବା ପରେ ପୋଲିସ ସେଠାରୁ ଚାଲିଯାଇଥିଲେ। ମାତ୍ର କିଛି ସମୟ ପରେ ପୋଲିସ ଫେରିଆସି ହଠାତ୍‌ ପ୍ରମୋଦକୁ ନିସ୍ତୁକ ମାଡମାରି ଲହୁ ଲୁହାଣ କରିଥିଲେ। ଏହାପରେ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ପ୍ରମୋଦକୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରିଥିଲେ। ହେଲେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନ୍ୟାୟ ପାଇଁ ପ୍ରମୋଦ ଓ ତାଙ୍କ ପରିବାର କେନ୍ଦ୍ରାପଡା ଏସ୍‌ପି ଙ୍କ ଦାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

ଯେବେ ରାତି ୧୧ରେ ଯୁବତୀଙ୍କୁ ମେସେଜ କରିଥିଲେ ସଞ୍ଜୁ ସାମସନ, ଜଣା ନ ଥିଲା ଏମିତି ହୋଇଯିବ…

ନୂଆଦିଲ୍ଲୀ,୬।୩: ବର୍ତ୍ତମାନ ସବୁଠି କେବଳ ଗୋଟିଏ ନାମ ଚର୍ଚ୍ଚା ହେଉଛି: ତାହା ହେଲା ସଞ୍ଜୁ ସାମସନ। ତାଙ୍କର ଆଶ୍ଚର୍ଯ୍ୟଜନକ ବ୍ୟାଟିଂ ସହିତ, ଏହି ଓପନର ଏକାକୀ ICC…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ।…

ଟିମ୍‌ ଇଣ୍ଡିଆର ଲାଗିଲା ଲଟେରୀ, ଫାଇନାଲ ପୂର୍ୱରୁ ମିଳିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୩: ୨୦୨୬ ଟି୨୦ ବିଶ୍ୱକପ ଏବେ ଏହାର ଚୂଡ଼ାନ୍ତ ଶୀର୍ଷରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି…

ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ଭେନସ

ଇଣ୍ଡିଆନ ଓ୍ବେଲ୍ସ,୬ା୩: ସାତ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜେତା ଭେନସ ଓ୍ବିଲିୟମ୍ସ ବିଏନ୍‌ପି ପାରିବାସ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଫ୍ରାନ୍ସର ଡାଏନ୍‌…

ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ!

ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri