ଭିଜିଲାନ୍ସ ଜାଲରେ କେନ୍ଦ୍ରାପଟି ଆର୍‌ଆଇ ଦୀପ୍ତିରଞ୍ଜନ

ଅସ୍ତରଙ୍ଗ,୨୫ା୩(ପ୍ରଦୀପ୍ତ କୁମାର ଦୀକ୍ଷିତ)-ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଅପରାହ୍ନରେ ଅସ୍ତରଙ୍ଗ ତହସିଲ୍‌ ଅଧୀନ କେନ୍ଦ୍ରାପଟି ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଦୀପ୍ତିରଞ୍ଜନ ମହାପାତ୍ର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି।
ଖବର ମୁତାବକ, କେନ୍ଦ୍ରାପଟି ରାଜସ୍ବ କାର୍ଯ୍ୟାଳୟ ଅଧୀନ ପ୍ରତାପ ସାହୁ ନାମକ ଜଣେ ଯୁବକଙ୍କ ଜମିଜମା ସମସ୍ୟା ସମ୍ପର୍କିତ କାଗଜପତ୍ର କରାଇଦେବା ପାଇଁ ଆର୍‌ଆଇ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ଆପୋଷ ଆଲୋଚନା ମାଧ୍ୟମରେ ୭ ହଜାର ଟଙ୍କା ଦେବାକୁ ଚୁକ୍ତି ହୋଇଥିଲା। ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ଟିମ୍‌ର ୫ଜଣିଆ ଅଧିକାରୀ ମଙ୍ଗଳବାର କେନ୍ଦ୍ରାପଟି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ପ୍ରସ୍ତୁତ ଥିବାବେଳେ ୫ଶହ ଟଙ୍କିଆ ନୋଟ ମୋଟ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆର୍‌ଆଇ ମହାପାତ୍ରଙ୍କୁ ଧରିଥିଲେ। ପୂର୍ବରୁ ମହାପାତ୍ର ଅସ୍ତରଙ୍ଗ ରାଜସ୍ବ କାର୍ଯ୍ୟାଳୟରେ ୨୦୨୧ମସିହାରେ ନକଲି ଅଫିସର୍‌ ବସାଇ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଥିଲା, ୩ ଘଣ୍ଟା ମଧ୍ୟରେ ଅନ୍ୟତ୍ର ବଦଳି ହୋଇଥିଲେ। ପୁନର୍ବାର ଲାଞ୍ଚ ନେଉଥିବା ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। ଏନେଇ ଭିଜିଲାନ୍ସ ଟିମ୍‌ ଖୋଳତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri