କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି

ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦ କୋଟି ଟଙ୍କା ଅଧିକ ରୋଜଗାର ପାଇପାରିବେ। ଏପରି କି ବୋନସ ଓ ବିଭିନ୍ନ ଭତ୍ତା ବାବଦକୁ ସରକାର ୧୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ୱାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ଅନ୍ୟ କର୍ମଚାରୀ ଲାଭାନ୍ବିତ ହୋଇପାରିବେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ଲାଭକୁ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ କର୍ମଚାରୀଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri