କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ତଥା ଗୃହ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ପ୍ୟାରେଡ଼ର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲାପାଳ ଆଶୀଷ ଥାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାକୁଡ଼ଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିବା ବେଳେ ମୁଖ୍ୟଅତିଥିଙ୍କ ଦାରା ପବ୍ଲିକ ଲାଇବ୍ରେରୀର ଉଦ୍‌ଘାଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ବିକାଶ ଚିନ୍ତା

ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼...

ନବନିର୍ବାଚିତ ସରପଞ୍ଚଙ୍କ ସମେତ ୪ ଗିରଫ

ଦେବଗଡ଼,୨୮।୩(ଡି.ଏନ୍‌.ଏ.)-ନିଜକୁ ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ) ସଦସ୍ୟ ବୋଲି କହି ପିସ୍ତଲ ଦେଖାଇ ଭୟଭୀତ କରି ଦେବଗଡ଼ ଜିଲା ବାରକୋଟ ଥାନା ଅଞ୍ଚଳର...

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ...

ପାଣିରେ ବୁଡ଼ି ଆଶ୍ରମ ବିଦ୍ୟାଳୟ ଛାତ୍ର ମୃତ : କର୍ମଚାରୀଙ୍କ ଅବହେଳା ଅଭିଯୋଗ, ଉତ୍ତେଜନା

କୋରୁକୋଣ୍ଡା,୧୫।୭(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ଗଙ୍ଗଲା ଆବାସିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଛାତ୍ର ଅମିତ କାଲେକୁରା ଶୌଚ ପାଇଁ ବିଦ୍ୟାଳୟ ବାହାରକୁ ଯାଇଥିବାବେଳେ ପାଣିରେ ବୁଡ଼ି...

ବଜାରରେ ପାଣି, ମୁଖ୍ୟରାସ୍ତାରେ ଦୋକାନୀ

ରାଉରକେଲା,୨୬।୬(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ମାତାପୂଜା ଦୈନିକ ବଜାରରେ ବର୍ଷା ପାଣି ଯୋଗୁ ବ୍ୟବସାୟୀମାନେ ମୁଖ୍ୟରାସ୍ତାରେ ବିକ୍ରିବଟା କରୁଥିବା ଦେଖିବାକୁ ମିଳିଛି। ଫଳରେ ଯାନବାହନ ଚଳାଚଳରେ...

ତାଲା କାଟି ଦୋକାନରୁ କରୁଥିଲେ ଚୋରି, ଯୁବକଙ୍କୁ ଦେଖି ବାଇକ୍‌ ଛାଡ଼ି ମାରିଲେ ଚମ୍ପଟ

ପାଟଣା,୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଉପରେ ଥିବା ଏକ ଦୋକାନରୁ ଚୋରି ଉଦ୍ୟମ ହୋଇଛି। ଚିରଞ୍ଜୀବ ଦାଶଙ୍କ ଜେରକ୍ସ ଭେରାଇଟି ଷ୍ଟୋରରୁ ଶନିବାର...

ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ

ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ...

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି...

Advertisement
Archives

Model This Week