କେନ୍ଦୁଝରରେ ତାପମାତ୍ରା ୭.୨ ଡିଗ୍ରୀକୁ ଖସିଲା

କେନ୍ଦୁଝର,୨୦ା୧୨(ସ୍ବ.ପ୍ର.): ଜିଲାରେ ଚଳିତବର୍ଷର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ରେକର୍ଡ ହୋଇଛି। ରାତିରେ ତାପମାତ୍ରା ହ୍ରାସ ପାଉଥିବାରୁ ଲୋକମାନେ ବହୁ ଅସୁବିଧା ଭୋଗୁଛନ୍ତି। ଆସନ୍ତାକାଲି ତାପମାତ୍ରା ଆହୁରି ତଳକୁ ଖସି ଆସିବା ସମ୍ଭାବନା ରହିଛି। ଗତ ଦୁଇଦିନ ହେଲା ତାପମାତ୍ରା ୧୦ ଡିଗ୍ରୀ ଉପରେ ରହିଥିବା ବେଳେ ଶୁକ୍ରବାର ୧୨ ଡିଗ୍ରୀ ଉପରେ ଥିଲା। ହଠାତ୍‌ ତାପମାତ୍ରା ହ୍ରାସ ଯୋଗୁ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେହିପରି ଗ୍ରାମାଞ୍ଚଳରେ ତାପମାତ୍ରା ୮ ଡିଗ୍ରୀ ତଳକୁ ଖସି ଆସିଥିବା ବେଳେ ପାହାଡ଼ିଆ କାଞ୍ଜିପାଣି, ଖଣ୍ଡାଧାର, କିରିବୁରୁ ଆଦି ଅଞ୍ଚଳରେ ତାପମାତ୍ରା ଆହୁରି ତଳେ ରହିଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇ ପଡ଼ୁଛି। ଦିନବେଳା ମଧ୍ୟ ଶୀତର ମଜା ଉଠାଇବା ପାଇଁ ବିଭିନ୍ନ ଅଞ୍ଚଳରୁ ଆସୁଥିବା ପର୍ଯ୍ୟଟକଙ୍କ ଭିଡ଼ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ରରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ସମସ୍ୟା: ରେଙ୍ଗାଲି ତହସିଲ ଅଫିସରେ ନିଆଁ ଲଗାଇ ଦେଲେ ଯୁବକ

ସମ୍ବଲପୁର, ୨୦।୧୧ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଠେଲକୋଲି ଥାନା ଅନ୍ତର୍ଗତ ରାଜୀବ କିଶାନ ବୋଲି ଜଣେ ଯୁବକ କିରାସିନି ଢ଼ାଲି ନିଆଁ ଲଗାଇ...

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧:  ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ...

ନଳକୂପରୁ ପାଣି ଆଣୁଥିବା ବେଳେ ବଜ୍ରପାତ: ଚାଲିଗଲା ୨ ଶ୍ରମିକଙ୍କ ଜୀବନ

କୁଆଁରମୁଣ୍ଡା,୧୪ା୬(ଡି.ଏନ୍‌.ଏ.) : ରବିବାର ସକାଳେ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଖୁଖୁୁଣ୍ଡୁବାହାଲ ପଞ୍ଚାୟତର ଲୋଡୋସେରା ନାଳା ପୋଲ ନିକଟରେ ବଜ୍ରପାତରେ ୨ ଜଣ ଯୁବ...

ଜୀବନ ଜୀବିକାକୁ ନେଇ ଅସହାୟ ଯୋଗୀ

ପାରଳାଖେମୁଣ୍ଡି,୧୯।୫(ସ୍ବ.ପ୍ର.): ଗୋଟିଏ ପଟେ ଗୋଡ଼ ହରାଇଥିବା ସ୍ତ୍ରୀ, ଅନ୍ୟପଟେ ଜନ୍ମରୁ ଦୃଷ୍ଟିହୀନ ଝିଅ। ଏହି ଦୁଇଜଣଙ୍କୁ ନେଇ ବଡ଼ କଷ୍ଟରେ ଦିନ କାଟୁଛନ୍ତି ଯୋଗୀ। ଆର୍ଥତ୍କ...

ନିମ୍ନମାନର ପାଇଖାନା ନିର୍ମାଣକୁ ନେଇ ଚିନ୍ତା

ନୂଆଗାଁ,୨୫।୩(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ପରିମଳ ଯୋଜନା ମାଧ୍ୟମରେ ପାଇଖାନା ନିର୍ମାଣ ନାମରେ ଚାଲିଛି ହରିଲୁଟ। ପାଇଖାନା ନ ଥାଇ...

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ: ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୮।୧୦- କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା...

ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତ ବନ୍ଦ

ରାଉରକେଲା ଅଫିସ,୨୬।୨: ଜିଏସ୍‌ଟି ସରଳୀକରଣ ଇ- କମର୍ସ ବାତିଲ ଦାବିରେ ସର୍ବଭାରତୀୟ ବ୍ୟବସାୟୀ ସଂଘର ୧୨ ଘଣ୍ଟିଆ ଭାରତବନ୍ଦର ପ୍ରଭାବ ରାଉରକେଲାରେ ପଡ଼ିଛି। ସକାଳ ୬ଟାରୁ...

ଡଙ୍ଗରିଆଙ୍କ ପାଠପଢାରେ ନେଟୱାର୍କ ସାଜିଛି ବାଧକ, ନିୟମଗିରିରୁ ବହୁ ତଳକୁ ଓହ୍ଲାଉଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ମୋବାଇଲ୍‌ ସେବା ଅପହଞ୍ଚ। ମାଓବାଦୀ ଭୟରେ କାମ କରୁନି ଘରୋଇ ମୋବାଇଲ ଟାୱାର । ଫଳରେ ନିୟମଗିରିକୁ ପହଞ୍ଚତ୍ ପାରିନି ମୋବାଇଲ ସେବା। କୌଣସି...

Advertisement
Archives

Model This Week