ବଜାରରେ କେଣ୍ଟ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୨।୬: କେଣ୍ଟ୍‌ ଆର୍‌ଓ ସିଷ୍ଟମ୍ସ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କେଣ୍ଟ୍‌ ଗ୍ରାଣ୍ଡ ଷ୍ଟାର୍‌-ବି ଓ୍ବାଟର ପୁରିଫାୟରର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କେଣ୍ଟ୍‌ର ଏହି ନୂତନ ଉତ୍ପାଦ ଅତ୍ୟନ୍ତ କ୍ଷମତାଶାଳୀ ଓ ବିଶୁଦ୍ଧାତ୍ମକ କଳାରଙ୍ଗର ମଡେଲ ବଜାରରେ ଉପଲବ୍ଧ। ଏଥିରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ ସାମିଲ ରହିଥିବାବେଳେ ଏହା ଦେଶର ସମସ୍ତ କେଣ୍ଟ୍‌ ଡିଲରଶିପ୍‌ ପଏଣ୍ଟ ଏବଂ ରିଟେଲ ଆଉଟ୍‌ଲେଟ୍‌ ସମେତ ଅନ୍‌ଲାଇନ ପ୍ଲାଟ୍‌ଫର୍ମ ଆମାଜନ ଓ ଫ୍ଳିପ୍‌କାର୍ଟରେ ମଧ୍ୟ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ବ୍ରାଣ୍ଡ୍‌ ସର୍ବଦା ଗ୍ରାହକଙ୍କ ଚାହିଦା ସାଙ୍ଗକୁ ଗୁଣାତ୍ମକ ଉତ୍ପାଦ ବଜାରରେ ଉପଲବ୍ଧ କରାଇଥାଏ। ଏପରିକି ଶତପ୍ରତିଶତ ବିଶୁଦ୍ଧ ଜଳ ଗ୍ରାହକଙ୍କୁ ଯୋଗାଇଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri